ପରମେଶ୍ବରଙ୍କ ଠାରକ୍ସ୍ଟ ସହେି ମନ୍ଦ ଆତ୍ମା ଯେ ତବେଳେ ଶାଉଲଙ୍କ ଉପରେ ଥାଏ, ସେତବେେଳେ ଦାଉଦ ବୀଣା ନଇେ ଆପଣା ହସ୍ତ ରେ ବଜାନ୍ତି। ତହିଁରେ ଶାଉଲ ଆଶ୍ବାସ ପାଆନ୍ତି ଓ ଭଲ ହକ୍ସ୍ଟଅନ୍ତି ଓ ମନ୍ଦ ଆତ୍ମା ତାଙ୍କୁ ଛାଡିୟାଏ।
Cross references
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରକ୍ସ୍ଟ ପ୍ରସ୍ଥାନ କଲେ। ପକ୍ସ୍ଟଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।
ପରଦିନ ପରମେଶ୍ବରଙ୍କଠାରକ୍ସ୍ଟ ଯେତବେେଳେ ମନ୍ଦ ଆତ୍ମା ଶାଉଲଙ୍କକ୍ସ୍ଟ ଅକ୍ତିଆର କଲେ, ସେ ତାଙ୍କ ଗୃହ ମଧିଅରେ ଅବାନ୍ତର କାର୍ୟ୍ଯ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତ ରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।
ତଥାପି ଜଣେ ବୀଣାବାଦକକୁ ଆଣ।
ଯେତବେେଳେ ଗୋଟିଏ ଭୂତ କୌଣସି ଲୋକଦହରେୁ ବାହାରି ଗ୍ଭଲି ଆ ସେ, ସେତବେେଳେ ସେ ପଥଭ୍ରଷ୍ଟ ହାଇେ ବିଶ୍ରାମ ନବୋପାଇଁ ଶୁଖିଲା ଜାଗାଟିଏ ଖୋଚି ବୁଲେ। କିନ୍ତୁ ସଭେଳି ଜାଗାଟିଏ ତାକୁ ମିଳନୋହିଁ।
ଯେତବେେଳେ କୌଣସି ଭୂତ କୌଣସି ମଣିଷ ଦହରେୁ ବାହାରି ଆ ସେ, ସେତବେେଳେ ସହେି ଆତ୍ମା ବିଶ୍ରାମ ସ୍ଥାନ ଖାଜେି ଖାଜେି ଶୁଖିଲା ଜାଗାସବୁ ରେ ବୁଲେ। କିନ୍ତୁ ସେ ବିଶ୍ରାମ ନବେକେୁ ଜାଗା ଟିକିଏ ନ ପାଇଲେ କୁ ହେ, 'ମୁଁ ଯେଉଁଠାରୁ ଆସିଛି, ପୁଣି ସହେି ଘରକୁ ଫରେିୟିବି।'