Home Bibles ☰ Books ପ୍ରଥମ ଶାମୁୟେଲ 16:9 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 16:9 · ଓଡ଼ିଆ ବାଇବେଲ

ତା'ପରେ ୟିଶୀ ଶମ୍ମକକ୍ସ୍ଟ ଶାମୁୟେଲଙ୍କ ପାଖକକ୍ସ୍ଟ ଡକାଇଲେ। କିନ୍ତୁ ଶାମକ୍ସ୍ଟଯଲେ କହିଲେ, ନା, ଏହାକକ୍ସ୍ଟ ମଧ୍ଯ ସଦାପ୍ରଭୁ ମନୋନୀତ କରି ନାହାଁନ୍ତି।

Cross references

ପ୍ରଥମ ଶାମୁୟେଲ 17:13

ୟିଶୀଙ୍କର ତିନି ବଡ ପକ୍ସ୍ଟତ୍ର ଶାଉଲଙ୍କକ୍ସ୍ଟ ପଶ୍ଚାତ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇଥିଲେ। ପ୍ରଥମ ପକ୍ସ୍ଟତ୍ର ଥିଲେ ଇଲୀଯାବ୍ ଓ ଦ୍ବିତୀୟ ପକ୍ସ୍ଟତ୍ରର ନାମ ଅବିନାଦବ୍ ଓ ତୃତୀୟର ନାମ ଶମ୍ମ।

ଦିତୀୟ ଶାମୁୟେଲ 13:3

ଅମ୍ମାନଙ୍କେର ଯୋନାଦବ ନାମକ ଜଣେ ଚତକ୍ସ୍ଟର ବନ୍ଧକ୍ସ୍ଟ ଥିଲା, ୟିଏକି ଶିମିଯର ପକ୍ସ୍ଟତ୍ର। ଶିମିଯ ଦାଉଦଙ୍କର ଭାଇ ଥିଲା।

ପ୍ରଥମ ରାଜାବଳୀ 4:11

ସମୁଦାଯ ଦୋର ଉପପର୍ବତ ବିନ୍-ଅବୀନାଦବ୍ର ଅଧିନ ଥିଲା। ସେ ଶଲୋମନଙ୍କର କ୍ଯା ଟାଫତକୁ ବିବାହ କରିଥିଲା।

ପ୍ରଥମ ବଂଶାବଳୀ 2:13

ୟିଶୀ ଇଲିଯାବଙ୍କର ପିତା ଥିଲେ। ଇଲିଯାବ ୟିଶୀଙ୍କର ପ୍ରଥମ ଜାତ ପୁତ୍ର ଥିଲେ। ୟିଶୀଙ୍କର ଦ୍ବିତୀୟ ପୁତ୍ର ଥିଲେ ଅବିନାଦବ, ତାଙ୍କର ତୃତୀୟ ପୁତ୍ର ଥିଲେ ଶମ୍ମ।

Interlinear

Choose Theme