Home Bibles ପ୍ରଥମ ଶାମୁୟେଲ 17:1 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 17:1 · ଓଡ଼ିଆ ବାଇବେଲ

ପଲେଷ୍ଟୀୟ ସୈନ୍ଯସାମନ୍ତମାନେ ୟକ୍ସ୍ଟଦ୍ଧ ପାଇଁ ଏକତ୍ରୀତ ହେଲେ। ସମାନେେ ୟିହକ୍ସ୍ଟଦାର ଅଧିକାରସ୍ଥ ସୋଖୋର ସଂଗୃହିତ ହାଇେ ସୋଖୋ ଓ ଅ ସକୋ ମଧିଅରେ ଏଫସ୍-ଦମ୍ମୀମ ରେ ଛାଉଣୀ ସ୍ଥାପନ କଲେ।

Cross references

ଯିହୋଶୂୟ 10:10

ସଦାପ୍ରଭୁ ସୈନ୍ଯବାହୀନିକକ୍ସ୍ଟ ଦ୍ବନ୍ଦ ରେ ପକାଇଲେ, ଯେତବେେଳେ ଇଶ୍ରାୟେଲୀୟମାନେ ସମାନଙ୍କେୁ ଆକ୍ରମଣ କଲେ। ତେଣୁ ଇଶ୍ରାୟେଲୀୟମାନେ ସମାନଙ୍କେ ଉପରେ ବିଜଯ ଲାଭ କଲେ। ଇଶ୍ରାୟେଲୀୟମାନେ ଗିବିଯୋନଠାରକ୍ସ୍ଟ ଆକ୍ରମଣ କରି ବୈଥୋରୋଣ ପର୍ୟ୍ଯନ୍ତ ଗୋଡ଼ାଇଲେ, ଆଉ ଅ ସକୋ ଓ ମକ୍କଦୋ ପର୍ୟ୍ଯନ୍ତ ରାସ୍ତା ରେ ସମାନଙ୍କେୁ ପରାସ୍ତ କଲେ।

ଯିହୋଶୂୟ 15:35

ୟମୂର୍ତ୍, ଅଦକ୍ସ୍ଟଲ୍ଲମ୍, ସୋଖୋ, ଅ ସକୋ,

ବିଚାରକର୍ତାମାନଙ୍କ ବିବରଣ 3:3

ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ବାଲ୍ହର୍ମୋନ ପର୍ବତଠାରକ୍ସ୍ଟ ହମାତ ରେ ପ୍ରବେଶିବା ପଥ ପର୍ପ୍ଯନ୍ତ ଲିବା ନୋନ ପର୍ବତ ନିବାସୀ ସମସ୍ତ କିଣାନୀଯ ସୀଦୋନୀଯ ଏବଂ ହିଦ୍ଦୀଯ ଲୋକମାନେ।

ପ୍ରଥମ ଶାମୁୟେଲ 7:7

ପଲେଷ୍ଟୀୟମାନେ ଶୁଣିଲେ ଯେ ଇଶ୍ରାୟେଲୀୟମାନେ ମିସ୍ପୀ ରେ ମିଳିତ ହେଉଛନ୍ତି। ତେଣୁ ପଲେଷ୍ଟୀୟର ଶାସକ ଇଶ୍ରାୟେଲୀୟମାନଙ୍କ ବିପକ୍ଷ ରେ ୟକ୍ସ୍ଟଦ୍ଧ କରିବାକୁ ଆଗଇେ ଆସିଲେ। ଯେତବେେଳେ ଇଶ୍ରାୟେଲୀୟମାନେ ଏହା ଶୁଣିଲେ, ସମାନେେ ଭୟ କଲେ।

ପ୍ରଥମ ଶାମୁୟେଲ 13:5

ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଏକତ୍ରୀତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ବାରୋହୀ ଥିଲେ ଓ ସମକ୍ସ୍ଟଦ୍ର ତୀରର ବାଲିଭଳି ସୈନିକ ଥିଲେ। ସମାନେେ ଆସି ମିକ୍ମସ୍ ରେ ବୈଥାବନର ପୂର୍ବଦିଗ ରେ ଛାଉଣୀ ସ୍ଥାପନ କଲେ।

ପ୍ରଥମ ଶାମୁୟେଲ 14:46

ଶାଉଲ ପଲେଷ୍ଟୀୟମାନଙ୍କୁ ଗୋଡ଼ାଇଲେ ନାହିଁ ବରଂ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକକ୍ସ୍ଟ ଫରେିଗଲେ।

ପ୍ରଥମ ଶାମୁୟେଲ 14:52

ଶାଉଲ ସାହାସୀ ଥିଲେ, ସେ ପଲେଷ୍ଟୀୟ ସହ ଘୋର ୟକ୍ସ୍ଟଦ୍ଧ କରିଥିଲେ। ସେ ଯେ କୌଣସି ସମୟରେ ସାହାସୀ ଓ ୟୋଦ୍ଧା କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକକ୍ସ୍ଟ ଆପଣାର ସନୋ ବାହିନୀ ରେ ସାମିଲ କରୁଥିଲେ ଓ ସକ୍ସ୍ଟରକ୍ଷା ଦେଉଥିଲେ।

ପ୍ରଥମ ବଂଶାବଳୀ 11:13

ଇଲିଯାସର ଦାଉଦଙ୍କ ସହିତ ପଶଦମ୍ମୀମ ରେ ଥିଲେ। ପଲେଷ୍ଟୀୟମାନେ ୟୁଦ୍ଧ କରିବା ନିମନ୍ତେ ସହେି ସ୍ଥାନକୁ ଆସିଥିଲେ। ସହେି ସ୍ଥାନ ରେ ୟବ ରେ ପରିପୂର୍ଣ୍ଣ କ୍ଷତଟେିଏ ଥିଲା। ଇଶ୍ରାୟେଲର ଲୋକମାନେ ପଲେଷ୍ଟୀୟମାନଙ୍କୁ ଡ଼ରି ପଳାଯନ କଲେ।

ଦିତୀୟ ବଂଶାବଳୀ 11:7

ବୈଥ୍ସୂର୍, ସୋଖୋ, ଅଦୂଲମ୍,

ଦିତୀୟ ବଂଶାବଳୀ 28:18

ପଲେଷ୍ଟୀୟ ଲୋକମାନେ ଯିହୁଦାର ମାଳଭୂମିରେ ଓ ଦକ୍ଷିଣ ରେ ଥିବା ସହରଗୁଡ଼ିକ ଉପରେ ମଧ୍ଯ ଆକ୍ରମଣ କଲେ। ପଲେଷ୍ଟୀୟ ଲୋକମାନେ ବୈଥ୍-ଶମେଶ୍, ଅଯାଲୋନ୍, ଗଦରେୋତ୍, ସୋଖୋ, ତିମ୍ନାହ ଓ ଗିମ୍ସୋ ସହରଗୁଡ଼ିକୁ ଅଧିକାର କରି ନେଲେ। ସମାନେେ ସୋସ, ତିମନା ଓ ଗିମତ ଚତୁଃପାଶର୍‌ବ ରେ ଥିବା ଗ୍ରାମଗୁଡ଼ିକୁ ମଧ୍ଯ ଅଧିକାର କଲେ। ଏହାପରେ ପଲେଷ୍ଟୀୟମାନେ ସହେି ସହରଗୁଡ଼ିକରେ ବାସ କରିବାକୁ ଲାଗିଲେ।

ଯିରିମିୟ 34:7

ସେତବେେଳେ ବାବିଲ ରାଜାର ସୈନ୍ଯ ୟିରୁଶାଲମ ବିରୁଦ୍ଧ ରେ, ଯିହୁଦାର ଅବଶଷ୍ଟ ସକଳ ନଗର ବିରୁଦ୍ଧ ରେ ଓ ଲାଖୀର ଏବଂ ଆ ସକୋ ବିରୁଦ୍ଧ ରେ ୟୁଦ୍ଧ କରୁଥିଲେ। କାରଣ ଯିହୁଦା ଦେଶର ନଗର ସମୂହ ମଧିଅରେ ଏହି ଦୁଇଟି ମାତ୍ର ପ୍ରାଚୀର ବେଷ୍ଟିତ ନଗର ଅବଶିଷ୍ଟ ଥିଲା।

Interlinear

Choose Theme