ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଗ୍ଭଲିବାକକ୍ସ୍ଟ ଚେଷ୍ଟା କଲେ, ସେ ଅକୃତକାର୍ୟ୍ଯ ହେଲେ, କାରଣ ଏହିପରି ଓଜନିଆଁ ସାମଗ୍ରି ପିନ୍ଧିବାର ଅଭ୍ଯାସ ନଥିଲା।
Cross references
କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦଖାଇବୋ। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ୟୁଦ୍ଧ ରେ ଅଶ୍ବ କି ସୈନ୍ଯ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ଆମ୍ଭ ନିଜ ଶକ୍ତି ବଳ ରେ ରକ୍ଷା କରିବା।
ସେ କହିଲେ, ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।