ପ୍ରଥମ ଶାମୁୟେଲ 17:48 · ଓଡ଼ିଆ ବାଇବେଲ
ଏହାପରେ ସହେି ପଲେଷ୍ଟୀୟ ଦାଉଦକକ୍ସ୍ଟ ଆକ୍ରମଣ କରିବାକୁ ଉଠି ପଡିଲା ଏବଂ ଦାଉଦର ନିକଟରକ୍ସ୍ଟ ନିକଟତର ହେଲା। ଦାଉଦ ଶୀଘ୍ର ପଲେଷ୍ଟୀୟମାନଙ୍କ ସହିତ ଭଟେିବାକକ୍ସ୍ଟ ସୈନ୍ଯବାହିନୀ ଆଡେ ଦୌଡିଲେ।
Cross references
ଗୀତସଂହିତା 27:1
ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।
ହିତୋପଦେଶ 28:1
ଦୁଷ୍ଟ ଲୋମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।