ଶାଉଲ ବର୍ଚ୍ଛା ରେ ଦାଉଦଙ୍କକ୍ସ୍ଟ କାନ୍ଥ ରେ ଫୋଡି ପକାଇବାକକ୍ସ୍ଟ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଘକ୍ସ୍ଟଞ୍ଚି ୟିବାରକ୍ସ୍ଟ ବର୍ଚ୍ଛା କାନ୍ଥ ରେ ଫୋଡି ହାଇଗେଲା। ସହେି ରାତ୍ରି ରେ ଦାଉଦ ପଳାଯନ କଲେ।
Cross references
ପରଦିନ ପରମେଶ୍ବରଙ୍କଠାରକ୍ସ୍ଟ ଯେତବେେଳେ ମନ୍ଦ ଆତ୍ମା ଶାଉଲଙ୍କକ୍ସ୍ଟ ଅକ୍ତିଆର କଲେ, ସେ ତାଙ୍କ ଗୃହ ମଧିଅରେ ଅବାନ୍ତର କାର୍ୟ୍ଯ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତ ରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।
ତେଣୁ ଶାଉଲ ବର୍ଚ୍ଛା ଫିଙ୍ଗିଲେ, କାରଣ ସେ ଭାବିଲେ, ମୁ ଦାଉଦକକ୍ସ୍ଟ କାନ୍ଥ ରେ ଫୋଡିବି। ମାତ୍ର ଦାଉଦ ତାଙ୍କ ନିକଟରକ୍ସ୍ଟ ଦକ୍ସ୍ଟଇଥର ଘକ୍ସ୍ଟଞ୍ଚିଗଲେ।
ଶାଉଲ ଯୋନାଥନର କଥା ଶୁଣିଲେ ଓ ପ୍ରତିଜ୍ଞା କଲେ। ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମରିବ ନାହିଁ।
କିନ୍ତୁ ଶାଉଲ ଯୋନାଥନଙ୍କକ୍ସ୍ଟ ମାରିବା ପାଇଁ ତା ଉପରକକ୍ସ୍ଟ ବର୍ଚ୍ଛା ଫୋପାଡିଲେ। ତେଣୁ ଯୋନାଥନ ଜାଣିଲା ତାଙ୍କ ବାପା ଦାଉଦଙ୍କକ୍ସ୍ଟ ମାରିବା ପାଇଁ ବହକ୍ସ୍ଟତ ଆଗ୍ରହି।
ସହେି ଚତୁର ଲୋକମାନେ ଦିନ ବେଳେ ଝୁଣ୍ଟି ପଡ଼ନ୍ତି, ଯେପରି କି ତାହା ଅନ୍ଧକାର, ମଧ୍ଯାହ୍ନ ରେ ମଧ୍ଯ ସମାନେେ ଏପରି ଲୋକପରି ରାସ୍ତା ଅଣ୍ଡାଳି ହୁଅନ୍ତି, ଯେପରି କି ତାହା ମଧ୍ଯରାତ୍ରୀ।
ମାରେ ଶତ୍ରୁମାନେ ମାଠାରୁେ ଶକ୍ତିଶାଳୀ ଥିଲେ। ସମାନେେ ମାେତେ ଘୃଣା କରୁଥିଲେ। ମାେତେ ଶତ୍ରୁମାନେ ମାେ ଅପେକ୍ଷା ଅଧିକ ଶକ୍ତିଶାଳୀ ଥିଲେ। ତଣେୁ ପରମେଶ୍ବର ମାେତେ ରକ୍ଷା କଲେ।
ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ।
ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥାଆନ୍ତି।
ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।
ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।
ତୁମ୍ଭ ବିପକ୍ଷ ରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହବେ ନାହିଁ। ତୁମ୍ଭ ପ୍ରତିକୂଳ ରେ କହୁଥିବା ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ।'
ହେ ଇଫ୍ରଯିମ, ହେ ଯିହୁଦା, ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ଯବହାର କରିବୁ? ତୁମ୍ଭମାନଙ୍କର ବିଶ୍ବସ୍ତତା ସକାଳର କୁହୁଡି ଓ କାକର ପରି ଅଟେ ଯେ କି ଅତି ପ୍ରତ୍ଯୁଷ ରେ ଉଭଇେ ୟାଏ।
ଗୋଟିଏ ନଗର ରେ ସମାନେେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ଯ କହୁଛି ଇଶ୍ରାୟେଲ ସମସ୍ତ ନଗରୀ ରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ଯ ପୁତ୍ର ପୁନର୍ବାର ଆସିବେ।
ଯେତବେେଳେ ଗୋଟିଏ ଭୂତ କୌଣସି ଲୋକଦହରେୁ ବାହାରି ଗ୍ଭଲି ଆ ସେ, ସେତବେେଳେ ସେ ପଥଭ୍ରଷ୍ଟ ହାଇେ ବିଶ୍ରାମ ନବୋପାଇଁ ଶୁଖିଲା ଜାଗାଟିଏ ଖୋଚି ବୁଲେ। କିନ୍ତୁ ସଭେଳି ଜାଗାଟିଏ ତାକୁ ମିଳନୋହିଁ।
କିନ୍ତୁ ଯୀଶୁ ସମାନଙ୍କେ ମଧ୍ଯ ଦଇେ ଚାଲିଗଲେ।
ଯେତବେେଳେ କୌଣସି ଭୂତ କୌଣସି ମଣିଷ ଦହରେୁ ବାହାରି ଆ ସେ, ସେତବେେଳେ ସହେି ଆତ୍ମା ବିଶ୍ରାମ ସ୍ଥାନ ଖାଜେି ଖାଜେି ଶୁଖିଲା ଜାଗାସବୁ ରେ ବୁଲେ। କିନ୍ତୁ ସେ ବିଶ୍ରାମ ନବେକେୁ ଜାଗା ଟିକିଏ ନ ପାଇଲେ କୁ ହେ, 'ମୁଁ ଯେଉଁଠାରୁ ଆସିଛି, ପୁଣି ସହେି ଘରକୁ ଫରେିୟିବି।'
ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ମେ ସମାନଙ୍କେ ହାତରୁ ଖସିଗଲେ।
ସହେି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ବାରା ସମାନେେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସମାନେେ ପୁନର୍ବାର ମନ୍ଦ ବିଷୟଗୁଡ଼ିକ ପ୍ରତି ଆକର୍ଷିତ ହାଇେ ତାହାର ବନ୍ଧନ ରେ ବାନ୍ଧି ହାଇଯେିବେ, ତବେେ ସମାନଙ୍କେ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହବେ।