ଯୋନାଥନ ଦାଉଦଙ୍କକ୍ସ୍ଟ ସତର୍କ କରାଇ କହିଲା, ମାରେ ପିତା ତୁମ୍ଭକୁ ମାରିବାକକ୍ସ୍ଟ ଗ୍ଭହାଁନ୍ତି। ତୁମ୍ଭେ ପ୍ରାତଃକାଳ ରେ ସାବଧାନ ସହକା ରେ କୌଣସି ଜାଗା ରେ ଲକ୍ସ୍ଟଚି ରକ୍ସ୍ଟହ।
Cross references
ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରିସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃତ ବନ୍ଧକ୍ସ୍ଟତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣପରି ତାଙ୍କୁ ସ୍ନହେ କଲା।
ଯୋନାଥନ ତାଙ୍କ ଉତ୍ତର ରେ କହିଲେ, ତାହା ସତ୍ଯ ହାଇେ ପାରିବ ନାହିଁ। ମାରେ ବାପା ମାେତେ ପ୍ରଥମେ ନ ପଗ୍ଭରି କିଛି କରନ୍ତି ନାହିଁ। ଏହା ସାଧାରଣ କଥା ହାଇେଥାଉ କିମ୍ବା ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ୍ଣ କଥା ହାଇେଥାଉ, ସେ ସର୍ବଦା ମାେ ସହିତ ପରାମର୍ଶ କରନ୍ତି। ମାେତେ ନ ପଗ୍ଭରି କାହିଁକି ତୁମ୍ଭକୁ ମାରିବାକକ୍ସ୍ଟ ଚାହିଁଲେ? ନା! ଏହା ସତ୍ଯ ନକ୍ସ୍ଟ ହେଁ?
ତା'ପରେ ଦାଉଦ କହିଲେ, ଦେଖ ଆସନ୍ତା କାଲି ଅମାବାସ୍ଯାର ଭୋଜି। ମାେତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡିବ କିନ୍ତୁ ମାେତେ ସଂନ୍ଧ୍ଯା ପର୍ୟ୍ଯନ୍ତ କ୍ଷତେ ରେ ଲକ୍ସ୍ଟଚିବାକକ୍ସ୍ଟ ଅନକ୍ସ୍ଟମତି ଦିଅ।
ସଦାପ୍ରଭୁ ୟାହାକିଛି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି, ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ। ସଦାପ୍ରଭୁ ପ୍ରକୃତରେ ଦଖାଇେ ଦିଅନ୍ତି ୟେ ସେ ସମାନଙ୍କେୁ ଭଲ ପାଆନ୍ତି।
ବନ୍ଧୁ ସର୍ବଦା ପ୍ ରମେ କରେ। ଏବଂ ଭାଇ ଦୁର୍ଦ୍ଦଶା ସମୟରେ ସର୍ବଦା ଥାଏ।
ଏହା ମାରେ ଆଦେଶ, ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର।
ଯିହୂଦୀମାନେ ତାହାଙ୍କୁ ମାରିବାପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖ ରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣିପାରିଲେ।
ପାଉଲଙ୍କର ଭଣଜା ଏ ଷଡ଼ୟନ୍ତ୍ର ବିଷୟ ରେ ଶୁଣିଲେ। ସେ ସନୋମାନଙ୍କ ସୈନ୍ଯନିବାସକୁ ଯାଇ ପାଉଲଙ୍କୁ ଏ ବିଷୟ ରେ କହିଲେ।
ଆମ୍ଭେ କଯିନ344 ଭଳି ହବୋ ଉଚିତ ନୁହେଁ। କାରଣ ତାହାଙ୍କଠା ରେ ପାପାତ୍ମା ଥିଲା। ସେ ନିଜ ଭାଇ ହବେଲକୁ ହତ୍ଯା କଲା। ସେ ତା'ର ଭାଇକୁ କାହିଁକି ହତ୍ଯା କଲା ? ସେ ଏପରି କଲା, କାରଣ ତା'ର କାର୍ୟ୍ଯଗୁଡ଼ିକ ମନ୍ଦ ଥିଲା ଓ ତା' ଭାଇର କର୍ମଗୁଡ଼ିକ ଭଲ ଥିଲା।