Home Bibles ପ୍ରଥମ ଶାମୁୟେଲ 19:21 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 19:21 · ଓଡ଼ିଆ ବାଇବେଲ

ଏହିକଥା ଶାଉଲଙ୍କକ୍ସ୍ଟ ଜଣାଇ ଦିଆଯାନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ, ଶାଉଲ ପକ୍ସ୍ଟନର୍ବାର ତୃତୀୟ ଥରପାଇଁ ଦୂତମାନଙ୍କୁ ପଠାଇଲେ ଓ ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।

Cross references

ଦିତୀୟ ରାଜାବଳୀ 1:9

ଅନନ୍ତର ଅହସିଯ ଜଣେ ଅଧିନାଯକ ଓ ପଗ୍ଭଶ ଲୋକଙ୍କୁ ଏଲିଯଙ୍କ ନିକଟକୁ ପଠାଇଲେ। ଅଧିନାଯକ ଉପରକୁ ୟାଇ ଏଲିଯଙ୍କୁ ମିଶିଲେ ୟିଏ ପର୍ବତ ଉପରେ ବସିଥିଲେ ଓ କହିଲେ, ହେ ପରମେଶ୍ବରଙ୍କ ଲୋକ, ଦୟାକରି 'ତଳକୁ ଆସ।' କାରଣ ରାଜା ଆପଣଙ୍କୁ ଗ୍ଭହାନ୍ତି।

ହିତୋପଦେଶ 27:22

ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢ଼ିଙ୍କି ରେ କୁଟିଲେ ହେଁ ତା'ର ଅଜ୍ଞାନତା ଛାଡ଼ିବ ନାହିଁ।

ଯିରିମିୟ 13:23

ଜଣେ କୃଷ୍ଣକାଯ କ'ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ'ଣ ନିଜର ଦହରେ ଛାପ ବଦଳାଇ ପାରିବ ? ତେଣୁ ହେ ୟିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବା ରେ ଅଭ୍ଯସ୍ତ, ତୁମ୍ଭେ କବେେ ସୁକର୍ମ କରିପାରିବ ନାହିଁ।

ଯୋୟେଲ 2:28

ଏହାପ ରେ ସବୁପ୍ରକାର ଲୋକଙ୍କ ଉପ ରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ଯାଗଣ ସଦାପ୍ରଭୁଙ୍କର ଭବିଷ୍ଯତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧିଅରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ ଓ ତୁମ୍ଭର ୟୁବକଗଣ ଦର୍ଶନ ଲାଭ କରିବେ।

Interlinear

Choose Theme