ଯୋନାଥନ ତାଙ୍କର ପିତା ଶାଉଲଙ୍କ ସହିତ କଥା ହେଲେ। ଯୋନାଥନ ଦାଉଦଙ୍କ ବିଷଯ ରେ ଭଲକଥା ତାଙ୍କ ପିତାଙ୍କୁ କହିଲେ। ଯୋନାଥନ କହିଲେ, ମହାରାଜ ଆପଣା ଦାସ ଦାଉଦଙ୍କ ବିରକ୍ସ୍ଟଦ୍ଧ ରେ ପାପ କରନ୍ତକ୍ସ୍ଟ ନାହିଁ। କାରଣ ସେ ଆପଣଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିନାହିଁ। ତା'ର ସମସ୍ତ କର୍ମ ଆପଣଙ୍କ ପକ୍ଷ ରେ ଅତି ମଙ୍ଗଳଜନକ ହାଇେଅଛି।
Cross references
ପରମେଶ୍ବର ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ତିଆରି କରିଛନ୍ତି। ତେଣୁ ଯେ କହେି ମନୁଷ୍ଯକୁ ହତ୍ଯା କରିବ ସେ ନିଶ୍ଚିତ ଅନ୍ୟ ମନୁଷ୍ଯ ଦ୍ବାରା ମରାୟିବ।
ରୂବନ୍େ ସମାନଙ୍କେୁ କହିଲା, ମୁଁ କହିଥିଲି ତୁମ୍ଭେ ତା'ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭମାନେେ ସେତବେେଳେ ମାେ କଥା ଶୁଣିଲ ନାହିଁ। ତେଣୁ ସେଥିପାଇଁ ଆମ୍ଭମାନେେ ଦଣ୍ଡ ଭୋଗୁଅଛୁ।
ଜଣେ ମନକ୍ସ୍ଟଷ୍ଯ ଯବେେ ଅନ୍ୟ ଜଣେ ମନକ୍ସ୍ଟଷ୍ଯ ବିରକ୍ସ୍ଟଦ୍ଧ ରେ ପାପ କରେ, ତବେେ ପରମେଶ୍ବର ହକ୍ସ୍ଟଏତ୍ ସାହାୟ୍ଯ କରିପାରନ୍ତି। କିନ୍ତ ମନକ୍ସ୍ଟଷ୍ଯ ଯବେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରେ, ତବେେ କିଏ ତାହା ପାଇଁ ପ୍ରାର୍ଥନା କରିବ? ତଥାପି ସମାନେେ ପିତାଙ୍କ ବାକ୍ଯ ଶୁଣିଲେ ନାହିଁ, କାରଣ ସମାନଙ୍କେୁ ହତ୍ଯା କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
ଯୋନାଥନ ତା'ର ପିତାଙ୍କୁ ପଗ୍ଭରିଲା, ଦାଉଦକକ୍ସ୍ଟ କାହିଁକି ମାରିବ? ତା'ର ଅପରାଧ କ'ଣ?
ଅହୀମଲକେ ରାଜାଙ୍କକ୍ସ୍ଟ ଉତ୍ତର ଦେଲେ, ଆପଣଙ୍କ ସମସ୍ତ ଦାସମାନଙ୍କ ମଧିଅରେ, ଦାଉଦ ପରି କିଏ ବିଶ୍ବାସୀ, ସତେ ମହାରାଜାଙ୍କ ଜ୍ବାଇଁ ଏବଂ ଦାଉଦ ହେଉଛନ୍ତି ତୁମ୍ଭର ଦହରେକ୍ଷୀମାନଙ୍କର ମକ୍ସ୍ଟଖ୍ଯ, ତକ୍ସ୍ଟମ୍ଭ ପରିବାରର ସମସ୍ତ ସଦସ୍ଯ ତାଙ୍କୁ ସମ୍ମାନ କରନ୍ତି।
ଯଦି ଜଣେ ବ୍ଯକ୍ତି ଅନ୍ୟ ଜଣେ ବ୍ଯକ୍ତି ବିରୁଦ୍ଧ ରେ ଭୁଲ୍ କର୍ୟ୍ଯ କରେ, ତାକୁ ଶପଥ କରିବା ପାଇଁ ବାଧ୍ଯ କରାୟାଏ। ଯେତବେେଳେ ସେ ମନ୍ଦିର ମଧିଅରେ ତୁମ୍ଭର ବଦେୀ ସମ୍ମୁଖ ରେ ଶପଥ କରିବାକୁ ଆ ସେ,
ମୁଁ କବଳେ ଭଲ କାର୍ୟ୍ଯ କରିଛି। କିନ୍ତୁ ସହେି ଲୋକମାନେ ମାେ ବିରୁଦ୍ଧରେ କବଳେ ମନ୍ଦ କାର୍ୟ୍ଯ କରିଛନ୍ତି। ସଦାପ୍ରଭୁ ଦୟାକରି ମାେତେ କବଳେ ଭଲ ଜିନିଷ ଦିଅ, ୟାହା ମାରେ ପ୍ରାପ୍ଯ ଅଟେ।
ମୁଁ କୌଣସି ଦୋଷ କରି ନାହିଁ। କିନ୍ତୁ ସମାନେେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି। ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ !
ମୁଁ ସମାନଙ୍କେୁ ପ୍ରମେ କଲି। କିନ୍ତୁ ସମାନେେ ମାେତେ ଦୋଷୀ କଲେ। କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଚାଲିଛି।
ଯେଉଁ ଲୋକ ଭଲ ବଦଳ ରେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କବେେ ଛାଡ଼ିବ ନାହିଁ।
ଯଦି ଲୋକମାନେ ଯୋଜନା କରନ୍ତି ଏକ ଲୋକକୁ ହତ୍ଯା କରିବାକୁ, ତବେେ ତୁମ୍ଭେ ତାଙ୍କୁ ରକ୍ଷା କର।
ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।
ଲୋକେ ମଙ୍ଗଳ ପରିଶାଧେର କ'ଣ ଅମଙ୍ଗଳ କରିବେ ? ତୁମ୍ଭେ ସ୍ମରଣ କର, ମୁଁ କିପରି ସମାନଙ୍କେର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖ ରେ ଛିଡ଼ା ହାଇେଥିଲି ଓ ସମାନଙ୍କେୁ ଦଣ୍ଡ ନ ଦବୋ ପାଇଁ କହିଥିଲି। ମାତ୍ର ସମାନେେ ମାରେ ବିନାଶ ନିମନ୍ତେ ଗର୍ତ୍ତ ଖାେଳି ଅଛନ୍ତି।
ତୁମ୍ଭମାନେେ ଖ୍ରୀଷ୍ଟିୟ ଭାଇ ଓ ଭଉଣୀମାନଙ୍କ ବିରୁଦ୍ଧ ରେ ପାପ କରୁଛ, ଓ ସମାନେେ ଭୁଲ ବୋଲି ଅନୁଭବ କରୁଥିବା କାମଗୁଡ଼ିକ କରିବାକୁ ଉତ୍ସାହିତ କରି ସମାନଙ୍କେ ବିବକେକୁ ଆଘାତ ଦେଉଛ। ଏହା ଦ୍ବାରା ତୁମ୍ଭମାନେେ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ ମଧ୍ଯ ପାପ କରୁଛ।
ନିଜ ଭାଇକୁ ଘୃଣା କରୁଥିବା ପ୍ରେତ୍ୟକକ ଲୋକ ନିଜେ ହତ୍ଯାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ଯାକାରୀଠା ରେ ଅନନ୍ତ ଜୀବନ ନାହିଁ।