Home Bibles ☰ Books ପ୍ରଥମ ଶାମୁୟେଲ 19:6 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 19:6 · ଓଡ଼ିଆ ବାଇବେଲ

ଶାଉଲ ଯୋନାଥନର କଥା ଶୁଣିଲେ ଓ ପ୍ରତିଜ୍ଞା କଲେ। ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମରିବ ନାହିଁ।

Cross references

ପ୍ରଥମ ଶାମୁୟେଲ 14:39

ମୁ ସଦାପ୍ରଭୁଙ୍କ ପାଖ ରେ ପ୍ରତିଜ୍ଞା କରୁଛି ୟିଏ ପାପ କରିଛି, ଏପରିକି ମାେ ପକ୍ସ୍ଟଅ ହାଇେଥିଲେ ବି ମୃତକ୍ସ୍ଟ୍ଯଦଣ୍ତ ରେ ଦଣ୍ତିତ ହବେ। ସମସ୍ତେ ନୀରବଦ୍ରଷ୍ଟା ରହିଲେ।

ପ୍ରଥମ ଶାମୁୟେଲ 19:10

ଶାଉଲ ବର୍ଚ୍ଛା ରେ ଦାଉଦଙ୍କକ୍ସ୍ଟ କାନ୍ଥ ରେ ଫୋଡି ପକାଇବାକକ୍ସ୍ଟ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଘକ୍ସ୍ଟଞ୍ଚି ୟିବାରକ୍ସ୍ଟ ବର୍ଚ୍ଛା କାନ୍ଥ ରେ ଫୋଡି ହାଇଗେଲା। ସହେି ରାତ୍ରି ରେ ଦାଉଦ ପଳାଯନ କଲେ।

ପ୍ରଥମ ଶାମୁୟେଲ 28:10

ଶାଉଲ ସଦାପ୍ରଭୁଙ୍କର ନାମ ନଇେ ପ୍ରତିଜ୍ଞା କରି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ପାଇଁ ତୁମ୍ଭକୁ କୌଣସି ଦଣ୍ତ ମିଳିବ ନାହିଁ।

ଗୀତସଂହିତା 15:4

ଯେଉଁ ବ୍ଯକ୍ତି ପରମେଶ୍ବରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସହେି ବ୍ଯକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସବୋ କରୁଥିବା ଲୋକମାନଙ୍କୁ ସମ୍ମାନ ଦଖାେଏ। ୟଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦଇେଥାଏ ତବେେ ସହେି ପ୍ରତିଶ୍ରୁତିକୁ ପାଳନ କରେ।

ହିତୋପଦେଶ 26:24

ଘୃଣାକାରୀ ନିଜ କଥା ରେ କପଟ କରେ, କିନ୍ତୁ ସେ ହୃଦଯ ରେ ପ୍ରବଞ୍ଚନା ରେଖ।

ହିତୋପଦେଶ 31:8

ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।

ଯିରିମିୟ 5:2

ସମାନେେ, 'ଜୀବତ୍ ସଦାପ୍ରଭୁ' କହିଲେ ହେଁ ନିତାନ୍ତ ମିଥ୍ଯା ରେ ଶପଥ କରନ୍ତି।

Interlinear

Choose Theme