ବୀରମାନଙ୍କର ସମସ୍ତ ଧନକ୍ସ୍ଟ ଭଙ୍ଗା ୟାଇଅଛି ଓ ଝକ୍ସ୍ଟଣ୍ଟିପଡକ୍ସ୍ଟଥିବା ଦୁର୍ବଳ ଲୋକମାନେ ବଳଶାଳୀ ହାଇେଛନ୍ତି।
Cross references
କିନ୍ତୁ ସମାନଙ୍କେର ଧନୁ ଭାଙ୍ଗିୟିବ। ସମାନଙ୍କେର ଖଣ୍ଡା ସମାନଙ୍କେର ନିଜ ହୃଦଯରେ ପ୍ରବେଶ କରିବ।
କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରିବେ।
ସଦାପ୍ରଭୁ ଏ ପୃଥିବୀର ୟେକୌଣସି ସ୍ଥାନରେ ଚାହିଁଲେ ୟୁଦ୍ଧ ବନ୍ଦ କରିପାରିବେ। ୟଦି ସେ ଚା ହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରିପାରିବେ, ସେ ଢ଼ାଲକୁ ପୋଡ଼ି ଦଇପୋରିବେ।
ପରମେଶ୍ବର କହନ୍ତି, ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।
ସହେି ସ୍ଥାନରେ ପରମେଶ୍ବର ଧନୁର୍ବାଣ, ଢ଼ାଲ, ଖଡ୍ଗ ଏବଂ ସମସ୍ତ ୟୁଦ୍ଧାସ୍ତ୍ର ଭଙ୍ଗ କଲେ।
ତୁମ୍ଭେ ଜଣେ ବନ୍ଦୀଲୋକ ପରି ମୁଣ୍ଡ ନୁଆଁଇବ। ଜଣେ ମୃତଲୋକ ପରି ପଡ଼ିରହିବ। ମାତ୍ର ତାହା ତୁମ୍ଭକୁ ସାହାୟ୍ଯ କରିବ ନାହିଁ। ପରମେଶ୍ବର ତଥାପି କ୍ରୋଧାନ୍ବିତ ରହିବେ। ସେ ତଥାପି ତୁମ୍ଭକୁ ଦଣ୍ଡ ଦବୋକୁ ପ୍ରସ୍ତୁତ ରହିବେ।
ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
ହେ ୟିରୁଶାଲମ ନିବାସୀ, ତୁମ୍ଭମାନେେ କଲଦୀଯର ସମୁଦାଯ ସୈନ୍ଯଙ୍କୁ ପରାସ୍ତ କଲେ ହେଁ, ଅବଶିଷ୍ଟ ଆହତ ସୈନ୍ଯମାନେ ନିଜ ନିଜ ତମ୍ବୁରୁ ବାହାରି ଏହି ନଗରକୁ ଅଗ୍ନି ରେ ଦଗ୍ଧ କରିବେ।
ବାବିଲ ବିରୁଦ୍ଧ ରେ ସମାନେେ ଆସିବେ ଓ ତାହାକୁ ଧ୍ବଂସ କରିବେ। ସମାନଙ୍କେର ବୀରଗଣ ଧରାଯିବେ ଓ ସମାନଙ୍କେର ଧନୁସବୁ ଖଣ୍ଡ ଖଣ୍ଡ ହାଇେ ଭଙ୍ଗାୟିବ। କାରଣ ସଦାପ୍ରଭୁ ସମାନଙ୍କେର ଦୁଷ୍କର୍ମ ଯୋଗୁଁ ନିଶ୍ଚଯ ପ୍ରତିଫଳ ଦବେେ।
ଆମ୍ଭେ ନିର୍ୟାତିତ ହେଉଛୁ, କିନ୍ତୁ ପରମେଶ୍ବର ଆମ୍ଭକୁ ଛାଡ଼ି ଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହାଇେ ନାହୁଁ।
କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
ଅତଏବ, ଅଣ୍ଟା ରେ ସତ୍ଯର କଟିବନ୍ଧ ବାନ୍ଧି, ବକ୍ଷ ରେ ଧାର୍ମିକ ଜୀବନର ସୁରକ୍ଷାୟୁକ୍ତ ବୁକୁପଟା ପିନ୍ଧ।
ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।
ସହେି ବିଶ୍ବାସ ବଳ ରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ୍ଗ ଦ୍ବାରା ମରିବାରୁ ରକ୍ଷା ପାଇଲେ। ବିଶ୍ବାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସମାନେେ ୟୁଦ୍ଧ ରେ ଶକ୍ତିଶାଳୀ ହାଇେ ଶତୃ ସନୋଙ୍କୁ ପରାସ୍ତ କଲେ।