ମାେ ପରିବାର ପ୍ରତି ତୁମ୍ଭର ଦୟା ଦଖାଇବୋ ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତୃକକ୍ସ୍ଟ ପୃଥିବୀରକ୍ସ୍ଟ ବିନାଶ କରିବେ।
Cross references
କିନ୍ତୁ ତୁମ୍ଭର ମଙ୍ଗଳ ହେଲେ ମାେତେ ସ୍ମରଣ କରିବ। ପୁଣି ମାେ ପ୍ରତି ଦୟାକରି ଫାରୋଙ୍କ ଛାମୁ ରେ ମାେ ବିଷଯ କହି ମାେତେ ଏହି କାରାଗାରରୁ ମୁକ୍ତ କରିବ।
ମାେ ସମ୍ମକ୍ସ୍ଟଖ ରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମ ରେ ପ୍ରତିଜ୍ଞା କର ଯେ ମାରେ ମୃତକ୍ସ୍ଟ୍ଯ ପରେ ମଧ୍ଯ ତୁମ୍ଭେ ମାରେ ବଂଶଧରକକ୍ସ୍ଟ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମାରେ ପିତାଙ୍କର ପରିବାରରକ୍ସ୍ଟ ମାରେ ନାମକକ୍ସ୍ଟ ଲୋପ କରିବ ନାହିଁ।
ଦାଉଦ ପଚାରିଲେ, ଆଉ ଶାଉଲ ପରିବାରର କୌଣସି ଲୋକ ରହିଲେ କି? ମୁ ସମାନଙ୍କେ ଉପରେ ଦୟା କରିବାକୁ ଗ୍ଭ ହେଁ। ମୁ ଏ ସବୁ ଯୋନାଥନଙ୍କ ପାଇଁ କରିବାକୁ ଗ୍ଭହକ୍ସ୍ଟଁଛି।
ଦାଉଦ ମଫୀବୋଶତ୍କକ୍ସ୍ଟ କହିଲେ, ଭୟ କର ନାହିଁ, ମୁ ତକ୍ସ୍ଟମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁ ତୁମ୍ଭକୁ ଦୟା ଦଖାେଉଛି। ମୁ ତୁମ୍ଭକୁ ତକ୍ସ୍ଟମ୍ଭ ଜଜେେ ବାପା ଶାଉଲଙ୍କର ସମସ୍ତ ସଐତ୍ତି ତୁମ୍ଭକୁ ଫରୋଇ ଦବେି। ତୁମ୍ଭେ ମଧ୍ଯ ମାେ ପାଖ ରେ ସବୁଦିନ ଭୋଜନ କରିବ।
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପକ୍ସ୍ଟତ୍ର ମଫୀବୋଶତକକ୍ସ୍ଟ ରାଜା ରକ୍ଷା କଲେ। ଯେ ହତେକ୍ସ୍ଟ ସମାନଙ୍କେ ମଧିଅରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ମଧିଅରେ ସଦାପ୍ରଭୁଙ୍କ ଶପଥ ଥିଲା।