Home Bibles ☰ Books ପ୍ରଥମ ଶାମୁୟେଲ 20:24 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 20:24 · ଓଡ଼ିଆ ବାଇବେଲ

ତା'ପରେ ଦାଉଦ ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ରଖିଲେ।

Cross references

ଗୀତସଂହିତା 50:16

ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।

ହିତୋପଦେଶ 4:17

ମନ୍ଦ କି ଅସତ୍ଯ କାମ କରିବା ସମାନଙ୍କେର ଖାଦ୍ୟ ଓ ପାନୀଯ ! ଏହା ବ୍ଯତୀତ ସମାନେେ ବଞ୍ଚିପାରିବେ ନାହିଁ।

ହିତୋପଦେଶ 15:17

ହିଂସା ସହିତ ହୃଷ୍ଟପୃଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ ରମେଥିବା ସ୍ଥାନ ରେ ଶାକାନ୍ନ ଭଲ।

ହିତୋପଦେଶ 17:1

ବିବାଦୟୁକ୍ତ ଭୋଜି ରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଖଣ୍ଡିଏ ଶୁଷ୍କ ଅନ୍ନ ଭଲ।

ହିତୋପଦେଶ 21:3

ବଳିଦାନ ଅପେକ୍ଷା ନ୍ଯାଯ ଓ ସୁବିଚାର ସଦାପ୍ରଭୁଙ୍କ ପ୍ରିଯ ବିଷଯ।

ହିତୋପଦେଶ 21:27

ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷଯ, ମାତ୍ର ସେ କୁଅଭିପ୍ରାଯ ରେ ତାହା କଲେ ବହୁତ ଘୃଣିତ ହୁଏ।

ଯିଶାଇୟ 1:11

ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।

ଯିଖରିୟ 7:6

ଏବଂ ତୁମ୍ଭେ ସମସ୍ତେ ଯେତବେେଳେ ଖାଅ ଓ ପିଅ, ତୁମ୍ଭେ କ'ଣ ନିଜ ପାଇଁ ଖାଅ ଓ ପିଅ ନାହିଁ?

ଯୋହନଲିଖିତ ସୁସମାଚାର 18:28

ତା'ପରେ ସମାନେେ ଯୀଶୁଙ୍କୁ କଯାଫାଙ୍କ ଘରୁ ରୋମୀୟ ରାଜ୍ଯପାଳଙ୍କ ପ୍ରାସାଦକୁ ନଇଗେଲେ। ସେତବେେଳେ ପାହାନ୍ତିଆ ସମୟ। ଯିହୂଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ। ସମାନେେ ନିଜକୁ ଅପବିତ୍ର କରିବା ପାଇଁ ଚାହୁଁ ନଥିଲେ, କାରଣ ସମାନେେ ନିସ୍ତାରପର୍ବର ଭୋଜନ ଖାଇବା ପାଇଁ ଚାହୁଁଥିଲେ।

Interlinear

Choose Theme