ତକ୍ସ୍ଟମ୍ଭ ପାଖ ରେ ବର୍ତ୍ତମାନ କି ଖାଦ୍ୟ ଅଛି? ମାେତେ ବର୍ତ୍ତମାନ ପାଞ୍ଚପଟ ରୋଟୀ ଦିଅ କିମ୍ବା ଯାହାକିଛି ଅଛି ମାେତେ ଖାଇବାକକ୍ସ୍ଟ ଦିଅ।
Cross references
ଏହାପରେ ମାଶାେ ଲୋକମାନଙ୍କୁ କହିଲେ, ତୃତୀୟ ଦିନ ରେ ପ୍ରସ୍ତୁତ ହୁଅ। ତୁମ୍ଭମାନେେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶ ରେ ଆସିବ ନାହିଁ।
ସହେି ମଜେ ଉପରେ, ମାେ ସମ୍ମୁଖ ରେ ସବୁ ସମୟରେ ଦର୍ଶନୀଯ ରୋଟୀ ରଖ।
ଯଦି ସେ ପୁରୁଷ କୌଣସି ସ୍ତ୍ରୀ ସହିତ ଶଯନ କରେ ଓ ତା'ର କାର୍ୟ୍ଯ ସ୍ଖଳନ ଘଟେ, ତବେେ ସେ ଦୁ ହେଁ ଜଳ ରେ ସ୍ନାନ କରିବେ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବେ।
ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।
ଦାଉଦ ଯାଜକଙ୍କକ୍ସ୍ଟ ଉତ୍ତର ଦେଲେ, ଆମ୍ଭମାନଙ୍କର କୌଣସି ସ୍ତ୍ରୀଲୋକମାନଙ୍କ ସହିତ ୟୌନ ସଐର୍କ ନାହିଁ। ମାରେ ଲୋକମାନେ ସର୍ବଦା ଶରୀରକକ୍ସ୍ଟ ପବିତ୍ର ରଖିଥାନ୍ତି। ଯେତବେେଳେ ଆମ୍ଭେ ୟକ୍ସ୍ଟଦ୍ଧକକ୍ସ୍ଟ ଯାଉ ଏପରିକି କବଳେ ସାଧାରଣ ଅଭିୟାନ ହେଲବେି ଏବଂ ଆଜି ତ ଏକ ସ୍ବତନ୍ତ୍ର ଦିନ ଅଟେ, କାରଣ ଆମର ଅଭିୟାନ ଆଜି ବହକ୍ସ୍ଟତ ସ୍ବତନ୍ତ୍ର।
ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ଯଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସମାନେେ ପଠାଇଲେ, ଆମ୍ଭେ କ'ଣ ପଞ୍ଚମ ମାସ ରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନକେ ବର୍ଷ ଧରି କରିଆସିଅଛ? ପଞ୍ଚମ ମାସ ରେ ଆମ୍ଭମାନେେ ବିଶଷେ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ୟ୍ଯ ଗ୍ଭଲୁ ରଖିବା ଉଚିତ୍ କି?
ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ଦାଉଦ ଓ ତାହାଙ୍କ ସାଙ୍ଗ ରେ ଥିବା ଲୋକେ ଭୋକ ଲାଗୁବା ବେଳେ କଣ କରିଥିଲେ, ସେ ବିଷୟ ରେ ତୁମ୍ଭେ କ'ଣ ପଢିନାହଁ?
ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁ ହେଁ ପ୍ରାର୍ଥନା ରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହାଇେ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା' ପରେ ପୁନର୍ବାର ଏକାଠି ହୁଅ, ଯା'ଦ୍ବାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନଇେ ତୁମ୍ଭମାନଙ୍କୁ ପ୍ରଲୋଭିତ କରିପାରିବ ନାହିଁ।