Home Bibles ପ୍ରଥମ ଶାମୁୟେଲ 23:6 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 23:6 · ଓଡ଼ିଆ ବାଇବେଲ

ଯେତବେେଳେ ଅହୀମଲକରେ ପକ୍ସ୍ଟତ୍ର ଅବିଯାଥର କିଯୀଲାକକ୍ସ୍ଟ ଦାଉଦଙ୍କ ନିକଟକକ୍ସ୍ଟ ପଳାଇ ଆସିଲା, ସେତବେେଳେ ଏକ ଏଫୋଦ ହାତ ରେ ଆଣିଥିଲା।

Cross references

ଯାତ୍ରା ପୁସ୍ତକ 28:6

ସମାନେେ ନୀଳ, ଧୁମ୍ର, ସିନ୍ଦୁର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ରେ ନିପୁଣ ଶିଳ୍ପକାରର କର୍ମ ଦ୍ବାରା ସହେି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।

ଯାତ୍ରା ପୁସ୍ତକ 28:30

ସହେି ବିଚାରାର୍ଥକ ବୁକୁପଟା ରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରବୁଙ୍କ ଛାମୁ ରେ ପ୍ରବେଶ କରିବ। ସହେି ସମୟରେ ହାରୋଣର ଦୃଦଯ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଚାମୁ ରେ ପ୍ରେତ୍ୟକକଦିନ ଇଶ୍ରାୟେଲ ସନ୍ତାନଗଣର ବିଚାର ଆପଣା ହୃଦଯ ଉପରେ ବହିବ।

ପ୍ରଥମ ଶାମୁୟେଲ 14:3

ଐକାବୋଦର ଭ୍ରାତା ଅହୀଟକ୍ସ୍ଟବର ପକ୍ସ୍ଟତ୍ର ଯାଜକ ଅହିଯ ଏଫୋଦ ପିନ୍ଧି ସଠାେରେ ଥିଲା। ଐକାବୋଦ ପୀନହସର ପକ୍ସ୍ଟତ୍ର, ପୀନହସ ଶୀଲୋର ଯାଜକ ଏଲିର ପକ୍ସ୍ଟତ୍ର।

ପ୍ରଥମ ଶାମୁୟେଲ 14:18

ତହକ୍ସ୍ଟଁ ଶାଉଲ ଅହୀଯକକ୍ସ୍ଟ କହିଲେ, ଏଫୋଦକକ୍ସ୍ଟ ଏଠାକକ୍ସ୍ଟ ଆଣ। କାରଣ ସହେି ସମୟରେ ଅହୀଯ ଏଫୋଦ ପିନ୍ଧି ଥିଲେ।

ପ୍ରଥମ ଶାମୁୟେଲ 14:36

ଶାଉଲ କହିଲେ, ଗ୍ଭଲ! ଆଜି ରାତ୍ରି ରେ ପଲେଷ୍ଟୀୟମାନଙ୍କ ପଛ ରେ ୟିବା। ଆମ୍ଭେ ତାଙ୍କର ସର୍ବସ୍ବ ଲକ୍ସ୍ଟସ୍ଖନ କରିବା, ସମାନଙ୍କେୁ ହତ୍ଯା କରିବା।

ପ୍ରଥମ ଶାମୁୟେଲ 22:20

କିନ୍ତୁ ଅହିଟୂବର ପକ୍ସ୍ଟତ୍ର ଅହୀମଲକରେ ପକ୍ସ୍ଟତ୍ରମାନଙ୍କ ମଧ୍ଯରକ୍ସ୍ଟ ଅବିଯାଥର ନାମ ରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡକକ୍ସ୍ଟ ପଳାଇଲା।

Interlinear

Choose Theme