ଯଦି ଜଣେ ବ୍ଯକ୍ତି ତୁମ୍ଭକୁ ତାଡନା କରିବାକୁ ଓ ତୁମ୍ଭକୁ ହତ୍ଯା କରିବାକୁ ଗ୍ଭ ହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତୃମାନଙ୍କ ପ୍ରାଣକକ୍ସ୍ଟ ଛାଟିଣି ଖୋଲରକ୍ସ୍ଟ ପଥର ଫିଙ୍ଗି ଦଲୋପରି ଫିଙ୍ଗି ଦବେ।
Cross references
ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।
ହେ ଇଶ୍ରାୟେଲୀୟ, ତୁମ୍ଭମାନେେ ଆଶୀର୍ବାଦ ୟକ୍ସ୍ଟକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହବେେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖଡ୍ଗ ସ୍ବରୂପ। ତୁମ୍ଭର ଶତୃମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସମାନଙ୍କେ ପବିତ୍ର ସ୍ଥାନସବୁ ଦଳନ କରିବ।
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।
ଦୁଷ୍ଟ ବ୍ଯକ୍ତି ସହେି ଝଡ଼ରୁ ରକ୍ଷା ପାଇବାକୁ ସକଳ ପ୍ରକାର ଚେଷ୍ଟା କରିବ। କିନ୍ତୁ ସହେି ଝଡ଼ ତାକୁ ନିର୍ଦ୍ଦଯ ଭାବର ଆଘାତ କରିବ।
ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି।
ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।
ସଦାପ୍ରଭୁ ଏହିକଥା କହନ୍ତି, ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦବୋ। ସମାନଙ୍କେୁ ଏପରି ଦୁଃଖ ଓ କ୍ଲେଶ ଦବୋ ଯେ ସମାନେେ ଉପୟୁକ୍ତ ଶିକ୍ଷା ଲାଭ କରିପାରିବେ।
ସଦାପ୍ରଭୁ କହିଲେ, ସମାନେେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ୟ୍ଯ କରିବାକୁ ସ୍ଥିର କରିଥାଏ ନ୍ଯାଯ ଦବୋ ପାଇଁ। ମୁଁ ମାେ ଅନ୍ବଷେଣକାରୀମାନଙ୍କୁ ସ୍ନହେ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧିନ ପୁତ୍ରକୁ ସ୍ନହେ କରେ।
ଗୋଟିଏ ପଇସା ମୂଲ୍ଯ ରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତି ରେ ସେଥିରୁ ଗୋଟିଏ ହେଲେ ମଧ୍ଯ ତଳେ ପଡିବ ନାହିଁ।
ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।
ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।
ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।
ମୁଁ ସମାନଙ୍କେଠା ରେ ରହିବି ଓ ତୁମ୍ଭେ ମାଠାେ ରେ ରହିବ। ତେଣୁ ସମାନେେ ସଂମ୍ପୂର୍ଣ୍ଣ ଭାବେ ଏକ ହାଇପୋରିବେ। ତାହା ହେଲେ ଏହି ଜଗତ ଜାଣିପାରିବ ଯେ, ତୁମ୍ଭେ ମାେତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମାେତେ ଯେପରି ପ୍ ରମେ କରୁଥିଲ ଠିକ୍ ସହେିପରି ଏହି ଲୋକମାନଙ୍କୁ ମଧ୍ଯ ପ୍ ରମେ କରୁଛ।
ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।