Home Bibles ☰ Books ପ୍ରଥମ ଶାମୁୟେଲ 25:32 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 25:32 · ଓଡ଼ିଆ ବାଇବେଲ

ଦାଉଦ ଅବୀଗଲକକ୍ସ୍ଟ କହିଲେ, ଆଜି ଯେ ମାେ ସଙ୍ଗ ରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସହେି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଧନ୍ଯ।

Cross references

ଆଦି ପୁସ୍ତକ 24:27

ସହେି ଦାସଜଣଙ୍କ କହିଲା, ମାରେ କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ବର ଧନ୍ଯ ହୁଅନ୍ତୁ। ୟ ହତେୁ ସଦାପ୍ରଭୁ ମାରେ କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ଯାଚରଣ କରିବାରୁ ନିବୃତ୍ତ ହାଇେ ନାହାଁନ୍ତି। ସଦାପ୍ରଭୁ ମାେ କର୍ତ୍ତାଙ୍କର ସମ୍ବନ୍ଧୀଯଙ୍କ ଗୃହକୁ କଢ଼ାଇ ନେଲେ।

ଯାତ୍ରା ପୁସ୍ତକ 18:10

ଯିଥ୍ରୋକହିଲେ, ସଦାପ୍ରଭୁଙ୍କର ପ୍ରଶଂସା କର! ସେ ତୁମ୍ଭମାନଙ୍କୁ ମିଶରର ଶକ୍ତି ନିକଟରୁ ଉଦ୍ଧାର କରିଛନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କୁ ଫାରୋଙ୍କ ନିକଟରୁ ରକ୍ଷା କରିଛନ୍ତି

ଯିହୋଶୂୟ 22:33

ଇଶ୍ରାୟେଲର ଲୋକମାନେ ଏକଥା ଶକ୍ସ୍ଟଣି ସନ୍ତକ୍ସ୍ଟଷ୍ଟ ହେଲେ। ସମାନେେ ବହକ୍ସ୍ଟତ ଖକ୍ସ୍ଟସି ହେଲେ ଏବଂ ସଦାପ୍ରଭୁଙ୍କୁ ମଧ୍ଯ ଧନ୍ଯବାଦ ଜଣାଇଲେ। ସମାନେେ ପକ୍ସ୍ଟନର୍ବାର ନିଷ୍ପତି ନେଲେ, ରକ୍ସ୍ଟବନ୍େ, ଗାଦ ଓ ମନଃଶିର ବଂଶ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ ନ କରିବା ପାଇଁ। ଏବଂ ସେ ସ୍ଥାନଙ୍କକ୍ସ୍ଟ ଧ୍ବଂସ କରିବା ପାଇଁ ଯେଉଁଠା ରେ ରକ୍ସ୍ଟବନ୍େ, ଗାଦ ଓ ମନଃଶିର ବଂଶର ଲୋକମାନେ ବାସ କରୁଛନ୍ତି।

ପ୍ରଥମ ରାଜାବଳୀ 8:15

ତା'ପରେ ଶଲୋମନ ସଦାପ୍ରଭୁଙ୍କୁ ଏକ ଦୀର୍ଘ ପ୍ରାର୍ଥନା ରେ କହିଲେ,

ଏଜ୍ରା 7:27

ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ପ୍ରଶଂସା କର। ୟିରୁଶାଲମସ୍ଥ ସଦାପ୍ରଭୁ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ମନୋଭାବ ଦଇେଅଛନ୍ତି। ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ପ୍ରବୃତ୍ତି ଦଇେଅଛନ୍ତି।

ଗୀତସଂହିତା 31:22

ମୁଁ ଭୟଭୀତ ହାଇେ ପଡ଼ିଲି ଓ ମୁଁ କହିଲି, ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ବର ମାେତେ ଦେଖିପାରିବେ ନାହିଁ। କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ ପରମେଶ୍ବର ତୁମ୍ଭେ ସହାୟତା ପାଇଁ ମାରେ ଡ଼ାକ ଶୁଣିଲ।

ଗୀତସଂହିତା 41:12

ମୁଁ ନିରପରାଧ ଥିଲି। ତୁମ୍ଭେ ମାେତେ ସାହାୟ୍ଯ କରିଲ। ତୁମ୍ଭେ ମାେତେ ଛିଡ଼ା ହବୋକୁ ସୁଯୋଗ ଦଇେ ତୁମ୍ଭର ଚିରଦିନ ସବୋ କରିବାକୁ ସୁଯୋଗ ଦଲେ।

ଗୀତସଂହିତା 72:18

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।

ଲୂକଲିଖିତ ସୁସମାଚାର 1:68

ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:16

ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।

Interlinear

Choose Theme