Home Bibles ☰ Books ପ୍ରଥମ ଶାମୁୟେଲ 25:42 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 25:42 · ଓଡ଼ିଆ ବାଇବେଲ

ଅବୀଗଲ୍ ଶିଘ୍ର ଗଧପିଠି ରେ ବସି ଦାଉଦଙ୍କର ବାର୍ତ୍ତାବହଙ୍କ ସହିତ ଆସିଲେ, ଅବୀଗଲ୍ ତାଙ୍କ ସହିତ ପାଞ୍ଚଜଣ ଅନକ୍ସ୍ଟଚରୀ ୟକ୍ସ୍ଟବତୀଙ୍କକ୍ସ୍ଟ ସଙ୍ଗ ରେ ଆଣିଲେ। ସେ ଦାଉଦଙ୍କର ସ୍ତ୍ରୀ ହାଇେ ରହିଲେ।

Cross references

ଆଦି ପୁସ୍ତକ 24:61

ଏହାପରେ ରିବିକା ଓ ତାଙ୍କର ସବେୀକା ଓଟଗୁଡ଼ିକ ଉପରେ ଚଢ଼ି ସହେି ମନୁଷ୍ଯର ପେଛ ୟାତ୍ରା କଲେ। ସହେି ଦାସ ରିବିକାକୁ ଘନେି ପ୍ରସ୍ଥାନ କଲା।

ପ୍ରଥମ ଶାମୁୟେଲ 27:3

ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସମାନଙ୍କେର ପରିବାରମାନଙ୍କ ସହିତ ଆଖୀଶ ନିକଟରେ ଗାଥ ନଗର ରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦକ୍ସ୍ଟଇଜଣ ସ୍ତ୍ରୀ ବାସ କଲେ। ସମାନେେ ହେଲ ୟିଷ୍ରିଯଲେୀରକ୍ସ୍ଟ ଅହୀନୋଯମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲେ।

ପ୍ରଥମ ଶାମୁୟେଲ 30:5

ଅମାଲକେୀଯମାନେ ମଧ୍ଯ ଦାଉଦଙ୍କର ଦକ୍ସ୍ଟଇ ସ୍ତ୍ରୀକକ୍ସ୍ଟ ନଇେ ୟାଇଅଛନ୍ତି। ଅହୀନମ୍ ୟିଷ୍ରିଯଲେୀଯା ଓ କର୍ମିଲୀଯ ନାବଲର ସ୍ତ୍ରୀ ଅବୀଗଲ୍।

ଦିତୀୟ ଶାମୁୟେଲ 2:2

ତେଣୁ ଦାଉଦ ଓ ତାଙ୍କର ଦକ୍ସ୍ଟଇ ଜଣ ସ୍ତ୍ରୀଙ୍କ ସହିତ ହିବ୍ରୋଣକକ୍ସ୍ଟ ଗଲେ। ତାଙ୍କର ସ୍ତ୍ରୀମାନେ ଥିଲେ ୟିଷ୍ରିଯଲେୀଯା ଅହୀନୋଯମ୍ ଓ କର୍ମିଲୀଯ ନାବଲର ସ୍ତ୍ରୀ ଅବୀଗଲ।

ଦିତୀୟ ଶାମୁୟେଲ 3:3

କର୍ମିଲୀଯ ନାବଲ୍ର ସ୍ତ୍ରୀ ଅବୀଗଲ୍ଙ୍କଠାରକ୍ସ୍ଟ ଜନ୍ମ ହେଲ ଦ୍ବିତୀୟ ପକ୍ସ୍ଟତ୍ର କିଲାବ୍ ଏବଂ ତୃତୀୟ ପକ୍ସ୍ଟତ୍ର ହେଲ ଅବ୍ଶାଲୋମ୍, ସେ ଗଶୂରର ରାଜା ତଲ୍ମଯର କନ୍ଯା ମାଖାରର ପକ୍ସ୍ଟତ୍ର।

ଗୀତସଂହିତା 45:10

ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ।

Interlinear

Choose Theme