ଦାଉଦ ମଧ୍ଯ ୟିଷ୍ରିଯଲେୀଯା ଅହୀନୋଯମକକ୍ସ୍ଟ ବିବାହ କଲେ ତହିଁରେ ସେ ଦକ୍ସ୍ଟ ହେଁ ତା'ର ସ୍ତ୍ରୀ ହେଲ।
Cross references
ମନୁଷ୍ଯ ପିତା ମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରୀତ ହବେ। ଯେପରି ସମାନେେ ଏକ ବ୍ଯକ୍ତି, ଏହା ଏପରି ଭାବରେ ହବେ।
ୟିଷ୍ରୀଯଲେ, ୟଗ୍ଦିଯାମ୍, ସାନୋହ,
ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସମାନଙ୍କେର ପରିବାରମାନଙ୍କ ସହିତ ଆଖୀଶ ନିକଟରେ ଗାଥ ନଗର ରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦକ୍ସ୍ଟଇଜଣ ସ୍ତ୍ରୀ ବାସ କଲେ। ସମାନେେ ହେଲ ୟିଷ୍ରିଯଲେୀରକ୍ସ୍ଟ ଅହୀନୋଯମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲେ।
ଦାଉଦ ଏବଂ ତାଙ୍କର ଲୋକମାନେ ପତକ୍ସ୍ଟ୍ଯଷରକ୍ସ୍ଟ ଉଠି ପଲେଷ୍ଟୀୟ ଦେଶକକ୍ସ୍ଟ ଫରେିଗଲେ ଆଉ ପଲେଷ୍ଟୀୟମାନେ ୟିଷ୍ରିଯଲକେକ୍ସ୍ଟ ଗମନ କଲେ।
ଅମାଲକେୀଯମାନେ ମଧ୍ଯ ଦାଉଦଙ୍କର ଦକ୍ସ୍ଟଇ ସ୍ତ୍ରୀକକ୍ସ୍ଟ ନଇେ ୟାଇଅଛନ୍ତି। ଅହୀନମ୍ ୟିଷ୍ରିଯଲେୀଯା ଓ କର୍ମିଲୀଯ ନାବଲର ସ୍ତ୍ରୀ ଅବୀଗଲ୍।
ତେଣୁ ଦାଉଦ ଓ ତାଙ୍କର ଦକ୍ସ୍ଟଇ ଜଣ ସ୍ତ୍ରୀଙ୍କ ସହିତ ହିବ୍ରୋଣକକ୍ସ୍ଟ ଗଲେ। ତାଙ୍କର ସ୍ତ୍ରୀମାନେ ଥିଲେ ୟିଷ୍ରିଯଲେୀଯା ଅହୀନୋଯମ୍ ଓ କର୍ମିଲୀଯ ନାବଲର ସ୍ତ୍ରୀ ଅବୀଗଲ।
ଦାଉଦଙ୍କର ଅନକେ ପକ୍ସ୍ଟତ୍ର ହିବ୍ରୋଣ ରେ ଜନ୍ମଲାଭ କଲେ। ତାଙ୍କର ପ୍ରଥମ ପକ୍ସ୍ଟତ୍ର ଥିଲେ ଅମ୍ନୋନ୍, ୟିଷ୍ରିଯଲେୀଯାର ତାଙ୍କର ସ୍ତ୍ରୀ ଅହୀନୋଯମଠାରକ୍ସ୍ଟ ଜନ୍ମ ହେଲ।
ଦାଉଦ ହିବ୍ରୋଣରକ୍ସ୍ଟ ଯିରୁଶାଲମକୁ ଗଲେ। ସଠାେରେ ସେ ଅନକେ ସ୍ତ୍ରୀମାନଙ୍କୁ ଓ ଅନକେ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସଠାେରେ ତାଙ୍କଠାରକ୍ସ୍ଟ ଅନକେ ପିଲା ଜନ୍ମ ହେଲେ।
ପରମେଶ୍ବର କହିଲେ, 'ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହବେ, ଏବଂ ସେ ଦୁଇଜଣ ଏକ ହାଇଯେିବେ।'
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ପରମେଶ୍ବରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମାଶାେ ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦବୋକୁ ଅନୁମତି ଦଇେଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦବୋପାଇଁ ଅନୁମତି ଦିଆଯାଇ ନଥିଲା।