Home Bibles ପ୍ରଥମ ଶାମୁୟେଲ 25:5 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 25:5 · ଓଡ଼ିଆ ବାଇବେଲ

ଦାଉଦ 10 ଜଣ ୟକ୍ସ୍ଟବକଙ୍କକ୍ସ୍ଟ କହିଲେ ଶକ୍ସ୍ଟଣ, କର୍ମିଲକକ୍ସ୍ଟ ୟାଅ ଓ ନାବଲକକ୍ସ୍ଟ ମାରେ 'ନମସ୍କାର' ଜଣାଅ।

Cross references

ଆଦି ପୁସ୍ତକ 43:23

କିନ୍ତୁ ଦାସ ଉତ୍ତର ଦେଲେ, ଭୟ କରନାହିଁ। ମାେତେ ବିଶ୍ବାସ କର। ତୁମ୍ଭର ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର ଉପହାର ସ୍ବରୂପ ତୁମ୍ଭ ପଟ ରେ ପୁରା ୟାଇଥିଲା। ମାରେ ମନେ ଅଛି ତୁମ୍ଭେ ସହେି ଟଙ୍କା ଗତ ଥର ମାେତେ ଶସ୍ଯ କିଣିବା ସମୟରେ ଦଇେଥିଲ।

ପ୍ରଥମ ଶାମୁୟେଲ 17:18

ସେ ମଧ୍ଯ ତାଙ୍କୁ କହିଲେ, ଏହି ଦଶଖଣ୍ତ ବଡ ଛନୋପୋଡ 1,000 ସୈନ୍ଯମାନଙ୍କର କଲ୍ଗାନମାନଙ୍କ ପାଇଁ ନଇୟୋଅ ଏବଂ ତୁମ୍ଭର ଭାଇମାନଙ୍କର କକ୍ସ୍ଟଶଳତାର ଖବର ଆଣିବା ସହିତ ସମାନେେ ଭଲ ଅଛନ୍ତି କିଛି ଗୋଟିଏ ଦ୍ରବ୍ଯ ଆଣିବ।

ପ୍ରଥମ ଶାମୁୟେଲ 17:22

ଦାଉଦ ସାମଗ୍ରୀ ରକ୍ଷକ ହସ୍ତ ରେ, ନିଜର ସାମଗ୍ରୀ ରଖି ସୈନ୍ଯମାନଙ୍କ ମଝିକକ୍ସ୍ଟ ଆସି ନିଜର ଭାଇମାନଙ୍କୁ କକ୍ସ୍ଟଶଳବାର୍ତ୍ତା ପଚାରିଲେ।

Interlinear

Choose Theme