ପ୍ରଥମ ଶାମୁୟେଲ 25:9 · ଓଡ଼ିଆ ବାଇବେଲ
ଦାଉଦ ଲୋକମାନେ ୟାଇ ଦାଉଦଙ୍କ ନାମ ରେ ନାବଲକକ୍ସ୍ଟ ଏହିସବୁ କଥା କହିଲେ।
Cross references
ଆଦି ପୁସ୍ତକ 8:4
ଏହାପରେ ସପ୍ତଦଶ ମାସର ସପ୍ତଦଶ ଦିନ ରେ ଆରାରଟ ପର୍ବତ ଉପରେ ଜାହାଜ ଲାଗି ରହିଲା।
ଦିତୀୟ ରାଜାବଳୀ 2:15
ଯେତବେେଳେ ଯିରୀହାେ ନିବାସୀ ଭବିଷ୍ଯଦ୍ବକ୍ତାଙ୍କ ପୁତ୍ରମାନଙ୍କ ମଧ୍ଯରୁ ଦଳେ ଇଲୀଶାୟଙ୍କୁ ଦେଖି କହିଲେ, ଏଲିଯଙ୍କ ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତେଣୁ ଇଲୀଶାୟ ନିକଟକୁ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
ଦିତୀୟ ବଂଶାବଳୀ 14:7
ଆସା ଯିହୁଦାର ଲୋକମାନଙ୍କୁ କହିଲେ, ଆସା, ଆମ୍ଭମାନେେ ଏହିସବୁ ସହର ଓ ସଗେୁଡ଼ିକର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା। ଆସ, ଆମ୍ଭମାନେେ ଦୁର୍ଗ, ଦ୍ବାର ଓ ଦ୍ବାରର କିଳିଣିସବୁ ନିର୍ମାଣ କରିବା ଆମ୍ଭମାନେେ ଏହି ଦେଶ ରେ ବାସ କରୁଥିବା ସମୟରେ ହିଁ ଆସ, ଏହା କରିବା। ଏହି ଦେଶ ଆମ୍ଭମାନଙ୍କର ଅଟେ, କାରଣ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କ ଅନୁଗମନ କରିଅଛୁ। ସେ ଆମ୍ଭମାନଙ୍କର ଚତୁର୍ଦ୍ଦିଗ ରେ ଶାନ୍ତି ପ୍ରଦାନ କରିଅଛନ୍ତି। ତେଣୁ ସମାନେେ ସମସ୍ତେ ସେସବୁ ନିର୍ମାଣ କଲେ ଓ ସଫଳତା ପାଇଲେ।