Home Bibles ପ୍ରଥମ ଶାମୁୟେଲ 26:2 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 26:2 · ଓଡ଼ିଆ ବାଇବେଲ

ଶାଉଲ ସୀଫ୍ ମରକ୍ସ୍ଟଭୂମିକକ୍ସ୍ଟ ଗଲେ, ଦାଉଦଙ୍କକ୍ସ୍ଟ ଖାଜେିବ ପାଇଁ ଇଶ୍ରାୟେଲର 3,000 ବଛା ବଛା ସୈନିକ ନଇେ ସୀଫ୍ ପ୍ରାନ୍ତରରକକ୍ସ୍ଟ ଗଲେ।

Cross references

ପ୍ରଥମ ଶାମୁୟେଲ 13:2

ଶାଉଲ ଇଶ୍ରାୟେଲରକ୍ସ୍ଟ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ଯରକ୍ସ୍ଟ 2,000 ମିକ୍ମସ୍ ରେ ବୈଥେଲ୍ର ପାର୍ବତ୍ଯ ଅଞ୍ଚଳ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିଯାର ଯୋନାଥନ ସହିତ ବିନ୍ଯାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ଯମାନଙ୍କୁ ଆପଣା ଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିବାକୁ ଆଦେଶ ଦେଲେ।

ପ୍ରଥମ ଶାମୁୟେଲ 23:23

ଦାଉଦ ଯେଉଁ ଯେଉଁ ସ୍ଥାନ ରେ ଲକ୍ସ୍ଟଚେ ସହେି ସହେି ସ୍ଥାନ ଖାଜେ ଏବଂ ମାେ ପାଖ ରେ ଆସି ସମସ୍ତ ବିଷଯ ରେ ଜଣାଅ। ତା'ପରେ ମୁ ତକ୍ସ୍ଟମ୍ଭ ସହିତ ୟିବି। ଯଦି ଦାଉଦ ଏହି ଅଞ୍ଚଳ ରେ ଥାଏ, ମୁ ତାଙ୍କୁ ଖାଜେି ବାହାର କରିବି। ଏପରିକି ମୁ ତାକକ୍ସ୍ଟ ୟିହକ୍ସ୍ଟଦାର ପ୍ରେତ୍ୟକକ ପରିବାରର ଜରିଆ ରେ ଖାଜେିବି।

ପ୍ରଥମ ଶାମୁୟେଲ 24:2

ତେଣୁ ଶାଉଲ ଇଶ୍ରାୟେଲରକ୍ସ୍ଟ 3,000 ଜଣ ବଛା ୟାଇଥିବା ଲୋକମାନଙ୍କୁ ନଇେ ଦାଉଦ ଓ ତା'ର ଲୋକମାନଙ୍କୁ ବନଛାଗର ଶୈଳ ରେ ଖାଜେିଲେ।

ପ୍ରଥମ ଶାମୁୟେଲ 24:3

ସହେି ବାଟରେ ଥିବା ମଷେଶାଳା ରେ ପହଞ୍ଚି ସଠାେରେ ଥିବା ଗକ୍ସ୍ଟମ୍ଫା ନିକଟକକ୍ସ୍ଟ ୟାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା'ର ଲୋକମାନେ ଗକ୍ସ୍ଟମ୍ଫାର ଦୂର ପଛ ରେ ଲକ୍ସ୍ଟଚିଥିଲେ।

ପ୍ରଥମ ଶାମୁୟେଲ 24:17

ଶାଉଲ କହିଲେ, ତୁମ୍ଭେ ମାେ ଅପେକ୍ଷା ସତ୍ ବ୍ଯକ୍ତି ଅଟ। ତୁମ୍ଭେ ମାେ ପ୍ରତି ଭଲ ବ୍ଯବହାର ଦଖାଇେଛ। କିନ୍ତୁ ମୁ ଏହା ତକ୍ସ୍ଟମ୍ଭ ପ୍ରତି ଖରାପ ବ୍ଯବହାର କରିଥିଲି।

ଗୀତସଂହିତା 38:12

ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସମାନେେ ସବୁବେଳେ ମାେ ବିଷଯରେ ଆଲୋଚନା କରନ୍ତି।

ଗୀତସଂହିତା 140:4

ହେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଦୌରାତ୍ମ୍ଯକାରୀମାନଙ୍କଠାରୁ ମାେତେ ସୁରକ୍ଷା ଦିଅ। ଯେଉଁମାନେ ମାେ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦବୋପାଇଁ ଯୋଜନା କରୁଛନ୍ତି।

Interlinear

Choose Theme