Home Bibles ☰ Books ପ୍ରଥମ ଶାମୁୟେଲ 27:12 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 27:12 · ଓଡ଼ିଆ ବାଇବେଲ

ଅଖୀଶ ଦାଉଦଙ୍କକ୍ସ୍ଟ ବିଶ୍ବାସ କରି ନିଜକକ୍ସ୍ଟ ନିଜେ କହିଲା, ବର୍ତ୍ତମାନ ଦାଉଦର ନିଜର ଲୋକମାନେ ତାଙ୍କୁ ଘୃଣା କରିବା ଆରମ୍ଭ କଲଣେି, ଇଶ୍ରାୟେଲୀୟମାନେ ଦାଉଦଙ୍କକ୍ସ୍ଟ ବହକ୍ସ୍ଟତ ଘୃଣା କରୁଛନ୍ତି ଏବଂ ବର୍ତ୍ତମାନ ଦାଉଦ ମାରେ ଦାସ ହାଇେ ଚିରଦିନ ରହିବ।

Cross references

ଆଦି ପୁସ୍ତକ 34:30

କିନ୍ତୁ ଯାକୁବଶିମିଯୋନ ଓ ଲବେୀକୁ କହିଲେ, ତୁମ୍ଭମାନେେ ମାେତେ ବହୁ ଅସୁବିଧା ରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମାେତେ ଘୃଣା କରିବେ। ସମସ୍ତ କିଣାନୀଯ ସମସ୍ତ ପିରିଜୀଯ ସମସ୍ତ ଲୋକେ ମାରେ ବିରଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ୟୁଦ୍ଧ କରିବା ପାଇଁ ଏକତ୍ରିତ ହବେେ। ତବେେ ଆମ୍ଭେ ଧ୍ବଂସ ପାଇୟିବା। ଏବଂ ଆମ୍ଭର ସମସ୍ତ ଲୋକେ ମାେ ସହିତ ଶଷେ ହାଇଯେିବେ।

ପ୍ରଥମ ଶାମୁୟେଲ 13:4

ସମସ୍ତ ଇଶ୍ରାୟେଲୀୟ ଏ ସମ୍ବାଦ ଶୁଣିଲେ। ସମାନେେ କହିଲେ, ଶାଉଲ ପଲେଷ୍ଟୀୟ ନେତାଙ୍କୁ ହତ୍ଯା କରିଛନ୍ତି। ବର୍ତ୍ତମାନ ପଲେଷ୍ଟୀୟମାନେ ପ୍ରକୃତ ରେ ଇଶ୍ରାୟେଲୀୟମାନଙ୍କୁ ଘୃଣା କରନ୍ତି।

Interlinear

Choose Theme