Home Bibles ☰ Books ପ୍ରଥମ ଶାମୁୟେଲ 28:10 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 28:10 · ଓଡ଼ିଆ ବାଇବେଲ

ଶାଉଲ ସଦାପ୍ରଭୁଙ୍କର ନାମ ନଇେ ପ୍ରତିଜ୍ଞା କରି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ପାଇଁ ତୁମ୍ଭକୁ କୌଣସି ଦଣ୍ତ ମିଳିବ ନାହିଁ।

Cross references

ଆଦି ପୁସ୍ତକ 3:5

ପରମେଶ୍ବର ଜାଣନ୍ତି ଯେ, ଯେତବେେଳେ ତୁମ୍ଭେ ସହେି ବୃକ୍ଷରୁ ଫଳ ଖାଇବ ତବେେ ତୁମ୍ଭମାନଙ୍କର ଚ଼କ୍ଷୁ ଖାଲିୟିବେ ଏବଂ ତୁମ୍ଭେ ପରମେଶ୍ବରଙ୍କ ପରି ହବେ, କାରଣ ତୁମ୍ଭେ ଜାଣିବ କଣ ଭଲ ଏବଂ କଣ ମନ୍ଦ ଅଟେ।

ଯାତ୍ରା ପୁସ୍ତକ 20:7

ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।

ଦିତୀୟ ବିବରଣ 18:10

ତୁମ୍ଭର ପକ୍ସ୍ଟତ୍ର କନ୍ଯାମାନଙ୍କୁ ୟଜ୍ଞବଦେୀ ଅଗ୍ନି ରେ ଦଗ୍ଧକରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶକ୍ସ୍ଟଭାଶକ୍ସ୍ଟଭ ବାଦୀ, ଗଣକ କି ମାଯାବିଙ୍କଠାରକ୍ସ୍ଟ କିଛି ଶିକ୍ଷା କରିବ ନାହିଁ।

ପ୍ରଥମ ଶାମୁୟେଲ 14:39

ମୁ ସଦାପ୍ରଭୁଙ୍କ ପାଖ ରେ ପ୍ରତିଜ୍ଞା କରୁଛି ୟିଏ ପାପ କରିଛି, ଏପରିକି ମାେ ପକ୍ସ୍ଟଅ ହାଇେଥିଲେ ବି ମୃତକ୍ସ୍ଟ୍ଯଦଣ୍ତ ରେ ଦଣ୍ତିତ ହବେ। ସମସ୍ତେ ନୀରବଦ୍ରଷ୍ଟା ରହିଲେ।

ପ୍ରଥମ ଶାମୁୟେଲ 19:6

ଶାଉଲ ଯୋନାଥନର କଥା ଶୁଣିଲେ ଓ ପ୍ରତିଜ୍ଞା କଲେ। ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମରିବ ନାହିଁ।

ଦିତୀୟ ଶାମୁୟେଲ 14:11

ସ୍ତ୍ରୀ ଲୋକଟି କହିଲେ, ଆପଣ ସଦାପ୍ରଭୁ ପରମେଶ୍ବରଙ୍କ ନାମ ରେ ଶପଥ ନଇେ କହନ୍ତକ୍ସ୍ଟ, ଆପଣ ସମାନଙ୍କେୁ ଅଟକାଇବେ, ଯେଉଁମାନେ ତା'ର ଭାଇର ହତ୍ଯା ୟୋଗକ୍ସ୍ଟଁ ମାରେ ପକ୍ସ୍ଟତ୍ରକକ୍ସ୍ଟ ହତ୍ଯା କରିବାକୁ ଗ୍ଭହାଁନ୍ତି। ଶପଥ କରନ୍ତକ୍ସ୍ଟ ଯେ, ଆପମ ସମାନଙ୍କେୁ ମାରେ ପକ୍ସ୍ଟତ୍ରକକ୍ସ୍ଟ ଧ୍ବଂସ କରିବା ପାଇଁ ଦବେେ ନାହିଁ।

ମାଥିଉଲିଖିତ ସୁସମାଚାର 26:72

ପୁଣି ଥରେ ପିତର ଅସ୍ବୀକାର କହି ଦେଲେ। ସେ କହିଲେ, ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି ଯେ ମୁଁ ସେ ଲୋକକୁ ଜାଣନୋହିଁ।

ମାର୍କଲିଖିତ ସୁସମାଚାର 6:23

େ ହରୋଦ ଶପଥ ପୂର୍ବକ ମଧ୍ଯ କହିଲେ, ତୁ ଯାହା ମାଗିବୁ ମୁଁ ତୋତେ ତାହା ଦବେି। ଏପରିକି ମୁଁ ମାେ ରାଜ୍ଯର ଅଧା ଭାଗ ତୋତେ ଦଇପୋ ରେ।

Interlinear

Choose Theme