Home Bibles ☰ Books ପ୍ରଥମ ଶାମୁୟେଲ 28:5 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 28:5 · ଓଡ଼ିଆ ବାଇବେଲ

ଶାଉଲ ପଲେଷ୍ଟୀୟମାନଙ୍କର ସନୋ ଛାଉଣୀକି ଦେଖିବାକକ୍ସ୍ଟ ଭୟ କଲେ। ତାଙ୍କର ହୃଦଯ ଭୟ ରେ ଚକ୍ସ୍ଟରମାର ହାଇଗେଲା।

Cross references

ଆୟୁବ ପୁସ୍ତକ 15:21

ପ୍ରେତ୍ୟକକ ଶବ୍ଦ ତା'ର ଭୟ ସଞ୍ଚାର କରେ। ତା'ର ଶତ୍ରୁ ତାକୁ ଆକ୍ରମଣ କରନ୍ତି, ଯେତବେେଳେ ସେ ନିଜକୁ ନିରାପଦ ମଣୁଥାଏ।

ଆୟୁବ ପୁସ୍ତକ 18:11

ଭୟଙ୍କରତା ତାଙ୍କ ଚାରିପାଖ ରେ ଅପେକ୍ଷା କରିଛି, ଭୟ ତାଙ୍କର ପ୍ରତିଟି ପଦକ୍ଷପକେୁ ଗୋଡ଼ଇବେ।

ଗୀତସଂହିତା 48:5

କିନ୍ତୁ ସହେି ରାଜାମାନେ ସଠାେରେ ୟାହା ଦେଖିଲେ ସେଥିରେ ସମାନେେ ଆଶ୍ଚର୍ୟ୍ଯ ହେଲେ। ସମାନଙ୍କେ ମଧ୍ୟରେ ଆତଙ୍କ ଖଳେିଗଲା ଓ ସମାନେେ ଦୌଡ଼ି ପଳାଇ ଗଲେ।

ଗୀତସଂହିତା 73:19

ହଠାତ୍ ସମାନେେ ଧ୍ବଂସରେ ପଡ଼ିୟାନ୍ତି। ସମାନେେ ଭୟଙ୍କର ଘଟଣାରେ ଲୋପ ପାଇଲେ।

ହିତୋପଦେଶ 10:24

ଦୁଷ୍ଟ ଲୋକ ଯାହା ଭୟ କରେ, ତାହାହିଁ ତାକୁ ଘଟେ। ମାତ୍ର ଧାର୍ମିକର ମନୋବାଞ୍ଛା ତାକୁ ଦିଆୟାଇଥାଏ।

ଯିଶାଇୟ 7:2

ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା।ସସହି ବାର୍ତ୍ତାଟିସହଲା, ଅରାମ ଓ ଇଶ୍ରାଲୟଲ ସୈନ୍ଯମାଲନ ଏକତ୍ରୀତସହାଇଛନ୍ତି ଏବଂସସମାଲନ ଏକତ୍ର ଶିବିର ସ୍ଥାପନ କରିଛନ୍ତି।

ଯିଶାଇୟ 21:3

ସହେି ଭୟଙ୍କର ଦୃଶ୍ଯ ଦେଖି ମାରେ ପଟେ ୟନ୍ତ୍ରଣା ରେ ପରିପୂର୍ଣ୍ଣ ହାଇେଅଛି। ସହେି ୟନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ମାେତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହାଇେ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟ ରେ ଥରୁଅଛି।

ଯିଶାଇୟ 57:20

ମାତ୍ର ଦୁଷ୍ଟମାନେ ତରଙ୍ଗାଯିତ ସମୁଦ୍ର ତୁଲ୍ଯ, କାରଣ ତାହା ସ୍ଥିର ହାଇପୋ ରେ ନାହିଁ ଓ ତାହାର ଜଳ ରେ ପଙ୍କ ଓ କାଦୁଅ ଉେଠ।

ଦାନିଏଲ 5:6

ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ ଏତେ ଦୁର୍ବଳ ହେଲା ଯେ ସେ ଛିଡା ହାଇେ ପାରିଲେ ନାହିଁ।

Interlinear

Choose Theme