ମୁ ଏଲିର ପରିବାରକକ୍ସ୍ଟ ଯାହା ଯାହା କହକ୍ସ୍ଟଅଛି ସେ ସମସ୍ତ ପ୍ରଥମରକ୍ସ୍ଟ ଶଷେ ପର୍ୟ୍ଯନ୍ତ ପକ୍ସ୍ଟରଣ କରିବ।
Cross references
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ସଦାପ୍ରଭୁ ପରମେଶ୍ବର ଯେଉଁ ସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ଏକାପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ଯ ହବୋକକ୍ସ୍ଟ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭକ୍ସ୍ଟଲକର, ତବେେ ତକ୍ସ୍ଟମ୍ଭପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦଇେଥିବା ଉତ୍ତମ ଦେଶରକ୍ସ୍ଟ ତୁମ୍ଭକୁ ଦୂରକକ୍ସ୍ଟ ନଇେଯିବେ।
ଦିନକକ୍ସ୍ଟ ଦିନ ଇଶ୍ରାୟେଲର ଲୋକମାନେ ଅଧିକ ପରାକ୍ରମରକ୍ସ୍ଟ ପରାକ୍ରମଶାଳୀ ହେଲେ, ସମାନେେ କିଣାନୀଯ ରାଜା ୟାବିନୀକକ୍ସ୍ଟ ପରାସ୍ତ କଲେ ଏବଂ ଶଷେ ରେ ହତ୍ଯା କଲେ।
ଏହାପରେ ପରମେଶ୍ବରଙ୍କଠାରକ୍ସ୍ଟ ଏକ ଲୋକ ଏଲିଙ୍କ ନିକଟକକ୍ସ୍ଟ ଆସି କହିଲା, ସଦାପ୍ରଭୁ ଏହା କହନ୍ତି, 'ଯେତବେେଳେ ତୁମ୍ଭର ପୂର୍ବପୁରୁଷଗଣ ମିଶର ରେ ଫାରୋର ଦାସତ୍ବ ରେ ଥିଲ। ସେ ସମୟରେ ମୁ ସମାନଙ୍କେ ଆଗ ରେ ଆବିର୍ଭାବ ହଲିେ।
ସମୟ ଆସକ୍ସ୍ଟଅଛି, ଯେତବେେଳେ ମୁ ତୁମ୍ଭର ଶକ୍ତି ଓ ତୁମ୍ଭର ପିତୃଗୃହର ଶକ୍ତି କାଟି ପକାଇବି, ସହେିଦିନ ଆସକ୍ସ୍ଟଅଛି, ତହିଁରେ ତକ୍ସ୍ଟମ୍ଭ ବଂଶ ରେ ଜଣେ ବି ବୃଦ୍ଧ ଲୋକ ରହିବ ନାହିଁ।
ପକ୍ସ୍ଟଣି ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରିଲେ। ଆଉ ଏଲିଙ୍କର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନ ଓ ପୀନହସ୍ ହତ ହେଲେ।
ତହକ୍ସ୍ଟଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦଇେ କହିଲା, ଇଶ୍ରାୟେଲ ପଲେଷ୍ଟୀୟମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଦୌଡି ପଳାଇଲେ। ଇଶ୍ରାୟେଲୀୟ ସୈନ୍ଯବାହିନି ତାଙ୍କର ବହକ୍ସ୍ଟତ ସୈନ୍ଯ ହରାଇଲେ। ତୁମ୍ଭର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନି ଓ ପୀନହସ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇଗେଲେ।
ସେ ସହେି ବାଳକର ନାମ ଐ-କାବୋଦ୍ ଦଲୋ। ତା'ର ଅର୍ଥ, ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲି ୟାଇଛି।ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ଧରା ପଡିଛି ଏବଂ ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯ ବରଣ କରିଥିଲେ।
ଏବଂ ସେ କହିଲା, ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲିୟାଇଛି, କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହି ନିଆଗଲା।
ଆମ୍ଭେ ଆପଣା ଭବିଷ୍ଯଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷଯ ରେ ପ୍ରଗ୍ଭର କରିବାକୁ ଆଦେଶ ଦଇେଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶଷେ ରେ ଦଣ୍ତ ଦିଆୟାଇଥିଲା, କ'ଣ ସମାନଙ୍କେୁ ଦିଆୟାଇନଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, 'ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦଇେଥିଲେ।' ତେଣୁ ସମାନେେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ।
ପୃଥିବୀ ଓ ଆକାଶ ଲୋପ ହାଇଯୋଇପା ରେ। କିନ୍ତୁ ମାରେବାକ୍ଯ କଦାପି ଲୋପ ହବେନାହିଁ। ମାରେ ବାକ୍ଯ ଅନନ୍ତକାଳସ୍ଥାଯୀ।