ସେତବେେଳେ ସଦାପ୍ରଭୁ ଶାମକ୍ସ୍ଟଯଲକେକ୍ସ୍ଟ ଡାକିଲେ ଓ ଶାମକ୍ସ୍ଟଯଲେ ଉତ୍ତର ଦେଲେ, ମୁ ଏଠା ରେ ଅଛି।
Cross references
ଏହିସବୁ ଘଟଣା ଘଟିବାପରେ, ପରମେଶର ଅବ୍ରହାମଙ୍କ ବିଶ୍ବାସକୁ ପରୀକ୍ଷା କରିବାକୁ ନିସ୍ପତ୍ତି ନେଲେ। ପରମେଶ୍ବର ତାଙ୍କୁ କହିଲେ, ଅବ୍ରହାମ!
କିନ୍ତୁ ଏହାପରେ ସଦାପ୍ରଭୁଙ୍କର ଦୂତ ସ୍ବର୍ଗରୁ ଅବ୍ରହାମକୁ ଡ଼ାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ!
ସଦାପ୍ରଭୁ ଦେଖିଲେ, ମାଶାେ ବୁଦା ଆଡକୁ ଆସୁଛନ୍ତି। ତେଣୁ ପରମେଶ୍ବର ବୁଦା ମଧ୍ଯରୁ ମାଶାଙ୍କେୁ ଡାକିଲେ, ପରମେଶ୍ବର କହିଲେ, ମାଶାେ, ମାଶାେ!
ମାଶାେ ଏବଂ ହାରୋଣ ତାଙ୍କର ୟାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁଯଲେ ଥିଲେ ଜଣେ ୟିଏକି, ପରମେଶ୍ବରଙ୍କ ନାମ ଦଇେ ପ୍ରାର୍ଥନା କରିଥିଲେ। ସମାନେେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସମାନଙ୍କେୁ ଉତ୍ତର ଦେଲେ।
ତା'ପ ରେ ମୁଁ ସଦାପ୍ରଭୁଙ୍କର ସ୍ବର ଶୁଣିଲି। ସେ କହିଲେ, ମୁଁ କାହାକୁ ପଠାଇବି ? କିଏ ଆମ୍ଭମାନଙ୍କ ପାଇଁ ୟିବ?'
ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ବର ଶୁଣିବାକୁ ପାଇଲେ, ଶାଉଲ, ତୁମ୍ଭେ ମାେତେ କାହିଁକି ତାଡ଼ନା ଦେଉଛ?
ପରମେଶ୍ବର ଆମ୍ଭମାନଙ୍କ ଜୀବନର ଅନକେ ପ୍ରକାର କାର୍ୟ୍ଯ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସହେି ପରମେଶ୍ବର ଏକ ଅଟନ୍ତି।
ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।
କିନ୍ତୁ ପରମେଶ୍ବର ମାେ ଜନ୍ମ ପୂର୍ବରୁ ମାେତେ ଅନୁଗ୍ରହ କରି ବାଛି ନଇେଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କର ସୁସମାଚାର କହିବି।