ଆମ୍ଭମାନେେ କରେଥୀଯମାନେ ବାସ କରୁଥିବା ନଗେଭେ ଆକ୍ରମଣ କଲକ୍ସ୍ଟ। ଆମ୍ଭମାନେେ ସିକ୍ଲଗକକ୍ସ୍ଟ ଅଗ୍ନି ରେ ଦଗ୍ଧ କଲକ୍ସ୍ଟ ଓ ୟିହକ୍ସ୍ଟଦାର କାଲେବ୍ମାନଙ୍କର ବସତି ଉପରେ ଆକ୍ରମଣ କଲକ୍ସ୍ଟ।
Cross references
ଯିହାଶୂେୟ ୟିଫକ୍ସ୍ଟନ୍ନିଙ୍କର ପକ୍ସ୍ଟତ୍ର କାଲେବ୍ଙ୍କକ୍ସ୍ଟ ଆଶୀର୍ବାଦ କଲେ ଏବଂ ହିବ୍ରୋଣ ସହରକକ୍ସ୍ଟ ତାଙ୍କୁ ଦେଲେ।
ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ ଦଇେଥିଲେ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର କାଲବକେକ୍ସ୍ଟ ୟିହକ୍ସ୍ଟଦାର କିଛି ଅଂଶ ଦବୋ ପାଇଁ, ପରମେଶ୍ବରଙ୍କ କଥା ଅନକ୍ସ୍ଟସା ରେ ଯିହାଶୂେୟ କାଲବକେକ୍ସ୍ଟ ଦେଶର କିଛି ଅଂଶ ଦେଲେ। ଯିହାଶୂେୟ ତାଙ୍କୁ କିରିଯଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଆନଙ୍କର ପିତା ଥିଲେ।
ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସକ୍ସ୍ଟନ୍ଦରୀ ଓ ବକ୍ସ୍ଟଦ୍ଧିମତୀ ମଧ୍ଯ ଥିଲେ। କିନ୍ତୁ ନାବଲ୍ ଭାରି ନିର୍ଦ୍ଦଯ ଓ ପାପିଷ୍ଠ ଥିଲେ। ସେ କାଲବେ ପରିବାରର ଥିଲେ।
ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଲଗ୍ ରେ ପହଁଞ୍ଚିଲେ। ସମାନେେ ଦେଖିଲେ ଅମାଲକେୀଯମାନେ ସିକ୍ଲଗ ଆକ୍ରମଣ କରିଥିଲେ। ଅମାଲକେୀଯ ଲୋକମାନେ ନଗେଭେ ଆକ୍ରମଣ କରି ଓ ସିକ୍ଲଗ୍କକ୍ସ୍ଟ ଆକ୍ରମଣ କରି ସହର ରେ ନିଆଁ ଲଗାଇ ଦଇେଥିଲେ।
ସହେି ମିଶରୀଯ ଜଣକ ଦାଉଦଙ୍କକ୍ସ୍ଟ ସମାନଙ୍କେ ନିକଟକକ୍ସ୍ଟ ନଇଗେଲେ। ଯେଉଁଠା ରେ ସମାନେେ ଗୋଟିଏ ଜାଗା ରେ ଏକତ୍ରୀତ ଭାବରେ ବସି ଖିଆପିଆ କରୁଥିଲେ। ସମାନେେ ପଲେଷ୍ଟୀୟମାନଙ୍କର ଓ ୟିହକ୍ସ୍ଟଦାରକ୍ସ୍ଟ ଲକ୍ସ୍ଟସ୍ଖନ କରିଥିବା ବହକ୍ସ୍ଟତ ସାମଗ୍ରିମାନ ଉପ ଭୋଗ କଲେ ଓ ସଠାେରେ ଉତ୍ସବ କରୁଥିଲେ।
ଯିହାୟୋଦାରଦାର ପକ୍ସ୍ଟତ୍ର ବନାଯ କରେଥୀଯ ଓ ପଲେଥୀଯମାନଙ୍କ ଦାଯିତ୍ବ ରେ ଥିଲେ। ଏବଂ ଦାଉଦଙ୍କର ପକ୍ସ୍ଟତ୍ରମାନେ ମହତ୍ବପୂର୍ଣ୍ଣ ନତେୃବର୍ଗ ଥିଲେ।
ତେଣୁ ଯାଜକ ସାଦୋକ, ଭବିଷ୍ଯଦ୍ବକ୍ତା ନାଥନ ଓ ଯିହାୟୋଦାରଦାର ପୁତ୍ର ବନାଯ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀଯ ଆଦେଶ ପାଳନ କଲେ। ସମାନେେ ରାଜ ଶଲୋମନଙ୍କୁ ଦାଉଦଙ୍କର ଗଧ ଉପରେ ବସାଇ ଗୀହାନେ ଝରଣା ନିକଟକୁ ନଇଗେଲେ।
ପୁଣି ରାଜା ଯାଜକ ସାଦୋକକୁ, ଭବିଷ୍ଯଦ୍ବକ୍ତା ନାଥନଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ରାଜାଙ୍କର ସମସ୍ତ କର୍ମଗ୍ଭରୀଗଣଙ୍କୁ ତାଙ୍କ ସହିତ ପଠାଇଲେ ଓ ସମାନେେ ତାଙ୍କୁ ରାଜାଙ୍କ ନିଜ ଖଚର ରେ ଆରୋହଣ କରାଇଲେ।
ବନାଯ, କରେଥୀଯ ଓ ପଲେଥୀଯ ରକ୍ଷୀମାନଙ୍କର ଦାଯିତ୍ବ ରେ ଥିଲେ। ବନାଯ ଯିହାୟୋଦାରଦାଙ୍କ ପୁତ୍ର ଥିଲେ। ଆଉ ଦାଉଦଙ୍କ ପୁତ୍ରମାନେ ରାଜା ଦାଉଦଙ୍କର ସବୋ ନିମନ୍ତେ ମୁଖ୍ଯ ପଦାଧିକାରୀ ଥିଲେ।
ଏଣୁ ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ଦେଖ, ମଁ ପଲେଷ୍ଟୀୟମାନଙ୍କ ବିରୁଦ୍ଧ ରେ ମାରେ ହସ୍ତ ବିସ୍ତାର କରିବି। ଆଉ ମୁଁ କରେଥୀଯ ଲୋକମାନଙ୍କୁ ବିତାଡ଼ିତ କରିବି ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଧ୍ବଂସ କରିବି।
ତୁମ୍ଭେ କରେଥୀଯର ଲୋକମାନେ, ତୁମ୍ଭମାନେେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷଯ ରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭମାନେେ ସମସ୍ତେ ଧ୍ବଂସ ହବେ। ତୁମ୍ଭମାନଙ୍କ ମଧ୍ଯରୁ କହେି ବଞ୍ଚିବେ ନାହିଁ।