Home Bibles ☰ Books ପ୍ରଥମ ଶାମୁୟେଲ 30:19 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 30:19 · ଓଡ଼ିଆ ବାଇବେଲ

ତାଙ୍କର କୌଣସି ଜିନିଷ କିମ୍ବା ବ୍ଯକ୍ତି ହରାଇ ନଥିଲେ। ସମାନଙ୍କେର ସମସ୍ତ ଦ୍ରବ୍ଯ, ବଯସ୍କ ଲୋକ, ପିଲା, ସମସ୍ତଙ୍କ ପକ୍ସ୍ଟତ୍ର କନ୍ଯା ସମସ୍ତଙ୍କକ୍ସ୍ଟ ଦାଉଦ ରକ୍ଷାକଲେ। ଏବଂ ସମାନଙ୍କେର ମୂଲ୍ଯବାନ ବସ୍ତକ୍ସ୍ଟକକ୍ସ୍ଟ ମଧ୍ଯ ଦାଉଦ ନଇେ ଆସିଲେ।

Cross references

ଆଦି ପୁସ୍ତକ 14:14

ଯେତବେେଳେ ଅବ୍ରାମ ନିଜର ଜ୍ଞାତି ଧରା ହାଇେ ୟିବାର ସମାଚ଼ାର ଶୁଣିଲେ। ଅବ୍ରାମ ତା'ର ସମସ୍ତ ପରିବାରକୁ ଏକତ୍ରିତ କଲେ। ସଠାେରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତୃମାନଙ୍କ ପେଛ ପେଛ ଗୋଡ଼ଇେ ଗୋଡ଼ଇେ ଦାନ ନଗର ପର୍ୟ୍ଯନ୍ତ ଗଲେ।

ଆଦି ପୁସ୍ତକ 14:16

ଏହାପରେ ସେ ତାଙ୍କର ଭାତୃ ପୁତ୍ର ଲୋଟ ତାଙ୍କର ସମ୍ପତ୍ତି ପୁଣି ସ୍ତ୍ରୀଗଣ ଏବଂ ସୈନ୍ଯଗଣଙ୍କୁ ବାହୁଡ଼ାଇ ଆଣିଲେ।

ଗଣନା ପୁସ୍ତକ 31:49

ସମାନେେ ମାଶାଙ୍କେୁ କହିଲେ, ଆମ୍ଭେ ତୁମ୍ଭର ସବେକଗଣ ନିଜ ଅଧୀନସ୍ଥ ସମସ୍ତ ଯୋଦ୍ଧାମାନଙ୍କୁ ଗଣନା କରିଅଛୁ। କହେିଜଣେ ହଜିୟାଇ ନାହାନ୍ତି।

ପ୍ରଥମ ଶାମୁୟେଲ 30:8

ତା'ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁ ଏହି ସୈନ୍ଯଦଳ ପେଛ ପେଛ ଗୋଡ଼ାଇଲେ, ମୁ ସମାନଙ୍କେୁ ଧରି ପାରିବି କି?

ଆୟୁବ ପୁସ୍ତକ 1:10

ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହା କିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ୟ୍ଯ କରେ ସବୁଥି ରେ ଆପଣ ତାକୁ କୃତକାର୍ୟ୍ଯ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥି ରେ ସେ ଏତେ ଧନୀ ଯେ, ତା'ର ମଷେପଲ ଓ ଗୋପଲ ସାରଦେଶ ରେ ଥିଲେ।

ଗୀତସଂହିତା 34:9

ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ବରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ବରଙ୍କ ଉପାସନା କରନ୍ତି, ସମାନେେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥାନ୍ତି।

ଗୀତସଂହିତା 91:9

ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ !ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।

ମାଥିଉଲିଖିତ ସୁସମାଚାର 6:33

ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।

Interlinear

Choose Theme