Home Bibles ପ୍ରଥମ ଶାମୁୟେଲ 30:31 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 30:31 · ଓଡ଼ିଆ ବାଇବେଲ

ଓ ହିବ୍ରୋଣକକ୍ସ୍ଟ ଦାଉଦ ଆଣିଥିବା ଦ୍ରବ୍ଯ ଏହି ନେତାମାନଙ୍କ ନିକଟକକ୍ସ୍ଟ ପଠାଇଲେ। ଏବଂ ଅନ୍ୟ ସ୍ଥାନ ନିକଟକକ୍ସ୍ଟ ପଠାଇଲେ। ଯେଉଁଠା ରେ ଦାଉଦ ଓ ତାଙ୍କର ଲୋକମାନେ ଗମନାଗମନ ହେଉଥିଲେ।

Cross references

ଯିହୋଶୂୟ 14:13

ଯିହାଶୂେୟ ୟିଫକ୍ସ୍ଟନ୍ନିଙ୍କର ପକ୍ସ୍ଟତ୍ର କାଲେବ୍ଙ୍କକ୍ସ୍ଟ ଆଶୀର୍ବାଦ କଲେ ଏବଂ ହିବ୍ରୋଣ ସହରକକ୍ସ୍ଟ ତାଙ୍କୁ ଦେଲେ।

ଯିହୋଶୂୟ 14:15

ଅତୀତ ରେ ସେ ସହରର ନାମ ଥିଲା କିରିଯଥ-ଅର୍ବ। ଏହି ସହର ଲୋକମାନଙ୍କ ମଧିଅରେ ଜଣେ ଯୋଦ୍ଧା ଥିଲେ, ଯାହାଙ୍କର ନାମ ଥିଲା ଅର୍ବ। ତାଙ୍କର ନାମ ଅନକ୍ସ୍ଟସା ରେ ଏ ଭୂମିର ନାମକରଣ କରାୟାଇଥିଲା।

ଯିହୋଶୂୟ 15:13

ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ ଦଇେଥିଲେ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର କାଲବକେକ୍ସ୍ଟ ୟିହକ୍ସ୍ଟଦାର କିଛି ଅଂଶ ଦବୋ ପାଇଁ, ପରମେଶ୍ବରଙ୍କ କଥା ଅନକ୍ସ୍ଟସା ରେ ଯିହାଶୂେୟ କାଲବକେକ୍ସ୍ଟ ଦେଶର କିଛି ଅଂଶ ଦେଲେ। ଯିହାଶୂେୟ ତାଙ୍କୁ କିରିଯଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଆନଙ୍କର ପିତା ଥିଲେ।

ଦିତୀୟ ଶାମୁୟେଲ 2:1

ଏହାପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରିଲେ, ମୁ କ'ଣ ୟିହକ୍ସ୍ଟଦାର କୌଣସି ଏକ ନଗରକକ୍ସ୍ଟ ନିଯନ୍ତ୍ରଣ କରିବାକୁ ୟିବି?

ଦିତୀୟ ଶାମୁୟେଲ 2:4

ୟିହକ୍ସ୍ଟଦାର ଲୋକମାନେ ହିବ୍ରୋଣକକ୍ସ୍ଟ ଆସି ଦାଉଦଙ୍କକ୍ସ୍ଟ ୟିହକ୍ସ୍ଟଦାର ରାଜା ଭାବରେ ଅଭିଷିକ୍ତ କଲେ। ତା'ପରେ ସମାନେେ ଦାଉଦଙ୍କକ୍ସ୍ଟ କହିଲେ, ୟାବେଶ୍ ଗିଲିଯଦୀଯମାନେ ଶାଉଲଙ୍କକ୍ସ୍ଟ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କକ୍ସ୍ଟ ଜଣାଇଲେ।

ଦିତୀୟ ଶାମୁୟେଲ 4:1

ଶାଉଲର ପକ୍ସ୍ଟତ୍ର ଈଶ୍ବୋତ୍ ଶୁଣିବାକୁ ପାଇଲେ ଯେ ଅବନ୍ର ହିବ୍ରୋଣ ରେ ମୃତକ୍ସ୍ଟ୍ଯବରଣ କରିଛି। ଈଶ୍ବୋତ୍ ଓ ତାଙ୍କର ସମସ୍ତ ଲୋକ ଭୟଭୀତ ହାଇପଡେିଲେ।

ଦିତୀୟ ଶାମୁୟେଲ 15:10

ଅବଶା ଲୋମ ଇଶ୍ରାୟେଲର ଗ୍ଭରିଆଡେ ଲୋକ ପଠାଇ ଥିଲେ, ତୁମ୍ଭମାନେେ ତୂରୀଧ୍ବନି ଶକ୍ସ୍ଟଣିବା ମାତ୍ ରେ ତୁମ୍ଭମାନେେ ଘାଷେଣା କର ଅବଶାଲୋମ ହିବ୍ରୋଣର ରାଜା ହାଇେଛନ୍ତି।'

Interlinear

Choose Theme