Home Bibles ପ୍ରଥମ ଶାମୁୟେଲ 4:1 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 4:1 · ଓଡ଼ିଆ ବାଇବେଲ

ଆଉ ଶାମକ୍ସ୍ଟଯଲରେ କଥା ସମସ୍ତ ଇଶ୍ରାୟେଲ ମଧିଅରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପକ୍ସ୍ଟତ୍ରମାନେ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ କକ୍ସ୍ଟକାର୍ୟ୍ଯ କରି ଚାଲିଲେ।

Cross references

ଦିତୀୟ ବିବରଣ 29:10

ଆଜି ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶ୍ବଙ୍କର ସମ୍ମକ୍ସ୍ଟଖ ରେ ଛିଡା ହାଇେଅଛ। ତୁମ୍ଭର ପ୍ରଧାନଗଣ, ତୁମ୍ଭମାନଙ୍କ ବଂଶ ସମୂହ, ତୁମ୍ଭମାନଙ୍କର ପ୍ରାଚୀନବର୍ଗ, ତୁମ୍ଭମାନଙ୍କ ଅଧ୍ଯକ୍ଷଗଣ ଓ ଇଶ୍ରାୟେଲର ସମସ୍ତ ପୁରୁଷ ଏହିଠା ରେ ଉପସ୍ଥିତ ଅଛନ୍ତି।

ଯିହୋଶୂୟ 12:18

ଅଫେକର ରାଜା 1, ଲାଶାରୋଣର ରାଜା 1

ଯିହୋଶୂୟ 15:53

ୟାନକ୍ସ୍ଟମ୍, ବୈତ୍ତପୂହ ଓ ଅଫକୋ,

ଯିହୋଶୂୟ 19:30

ଉମ୍ମା, ଅଫେକ୍ ଓ ରହୋବ

ପ୍ରଥମ ଶାମୁୟେଲ 3:11

ତା'ପରେ ସଦାପ୍ରଭୁ ଶାମକ୍ସ୍ଟଯଲକେକ୍ସ୍ଟ କହିଲେ, ଦେଖ, ମୁ ଇଶ୍ରାୟେଲ ରେ କିଛି ଗୋଟେ କରିବି, ସହେି ସମସ୍ତେ ଯେଉଁମାନେ ଏବିଷଯ ରେ ଶକ୍ସ୍ଟଣିବେ, ମନଦକ୍ସ୍ଟଃଖ କରିବେ।

ପ୍ରଥମ ଶାମୁୟେଲ 5:1

ଏଥି ମଧିଅରେ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଏବନ୍-ଏଜରରକ୍ସ୍ଟ ଅସ୍ଦୋଦକକ୍ସ୍ଟ ୟାଇଥିଲେ।

ପ୍ରଥମ ଶାମୁୟେଲ 7:12

ଶାମକ୍ସ୍ଟଯଲେ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ଯ ଲୋକମାନଙ୍କୁ ସାହାୟ୍ଯ କରିବା ଏବଂ ସଦାପ୍ରଭୁଙ୍କର ସାହାୟ୍ଯ ମନେ ରଖିବା, ସେ ଏହି ପଥରକକ୍ସ୍ଟ ମିସ୍ଫୀ ଓ ଶନେ ମଧିଅରେ ପ୍ରତିଷ୍ଠା କଲେ ଏହାର ନାମ ସାହାୟ୍ଯକାରୀ ପଥର ରଖିଲେ। ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ଆମ୍ଭକକ୍ସ୍ଟ ଏ ସ୍ଥାନ ରେ ସବୁ ପ୍ରକାର ସାହାୟ୍ଯ କରିଛନ୍ତି।

ପ୍ରଥମ ଶାମୁୟେଲ 10:19

କିନ୍ତୁ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଆଜି ପରିତ୍ଯାଗ କଲ। ପରମେଶ୍ବର ତୁମ୍ଭମାନଙ୍କୁ ସବୁ ଅସକ୍ସ୍ଟବିଧାରକ୍ସ୍ଟ ଓ ସମସ୍ଯାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ତୁମ୍ଭମାନେେ କହିଲ, 'ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହକ୍ସ୍ଟଁ।' ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନକ୍ସ୍ଟସା ରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହକ୍ସ୍ଟଅ।

ପ୍ରଥମ ଶାମୁୟେଲ 29:1

ପଲେଷ୍ଟୀୟମାନେ ସମାନଙ୍କେର ସୈନ୍ଯସାମନ୍ତଙ୍କ ସହିତ ଅଫକରେେ ଏକତ୍ରୀତ ହେଲ ଓ ଇଶ୍ରାୟେଲୀୟମାନେ ୟିଷ୍ରିଯଲେସ୍ଥ ଝରଣା ନିକଟରେ ଛାଉଣୀ ସ୍ଥାପନ କଲେ।

ପ୍ରଥମ ରାଜାବଳୀ 20:26

ଅନନ୍ତର ପରବର୍ଷ ବସନ୍ତ ରେ ବିନ୍ହଦଦ୍ ଅରାମୀଯମାନଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଅଫକେକୁ ଗଲେ।

ପ୍ରଥମ ରାଜାବଳୀ 20:30

ମାତ୍ର ଅବଶିଷ୍ଟ ସମସ୍ତ ଲୋକ ଅଫକେକୁ ପଳାଇ ନଗର ରେ ପ୍ରବେଶ କଲେ। ଆଉ 27,000 ସୈନ୍ଯମାନଙ୍କ ଉପରେ ପାଚରେୀ ପଡିଲା। ବିନ୍ହଦଦ୍ ନଗର ମଧ୍ଯକୁ ପଳାଇ ୟାଇ ଏକ କଠାେରୀ ରେ ଲୁଚି ରହିଲେ।

Interlinear

Choose Theme