ସହେି ସମୟରେ ଏଲି ଫାଟକ ପାଖ ରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିମନ୍ତେ ତାଙ୍କର ହୃଦଯ ଉତ୍କସ୍ଖିତ ଥିଲା। ଇତ୍ଯବସର ରେ ସହେିଲୋକ ସମ୍ବାଦ ଦଲୋ ଏବଂ ନଗରୟାକ ଉଚ୍ଚସ୍ବର ରେ କାନ୍ଦି ଉଠିଲେ।
Cross references
କିଣାନୀଯମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷଯ ରେ ଶକ୍ସ୍ଟଣିବେ। ସମାନେେ ଆମ୍ଭକକ୍ସ୍ଟ ଘରେି ଆକ୍ରମଣ କରିବେ ଓ ବିନାଶ ମଧ୍ଯ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକକ୍ସ୍ଟ ରକ୍ଷା କରିବ?
ସେ ଖାଇପିଇ ସାରିବା ପରେ ହାନ୍ନା ଚକ୍ସ୍ଟପ୍ ଗ୍ଭପ୍ ଭାବରେ ଉଠିୟାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକକ୍ସ୍ଟ ପ୍ରାର୍ଥନା କରିବାକୁ ଗଲା। ଏଲି ୟିଏ କି ଧର୍ମଯାଜକ ଥିଲେ, ସେ ସହେି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲେ।
ଯେତବେେଳେ ଏଲି ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଶୁଣିଲେ, ଏଲି ଆପଣା ଚୌକି ପଛଆଡେ ପଡିଗଲେ, ତହକ୍ସ୍ଟଁ ତାଙ୍କର ବକେ ଭାଙ୍ଗିଗଲା ଓ ସେ ମୃତକ୍ସ୍ଟ୍ଯବରଣ କଲେ, କାରଣ ସେ ବୃଦ୍ଧ ଓ ଭାରୀ ଥିଲେ। ସେ ଗ୍ଭଳିଶବର୍ଷ ଇଶ୍ରାୟେଲର ନତେୃତ୍ବ ନେଲେ।
ସେତବେେଳେ ସମାନେେ ମାେତେ କହିଲେ, ଯେଉଁମାନେ ବନ୍ଦୀତ୍ବରୁ ଫରେି ଆସିଥିଲେ ସହେି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନ ରେ ଅଛନ୍ତି, କାରଣ ୟିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡି଼ ଦିଆୟାଇଛି।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
ହେ ପରମେଶ୍ବର, ଅନ୍ୟ ଦେଶୀଯ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସମାନେେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସମାନେେ ୟିରୁଶାଲମକୁ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି।
କିନ୍ତୁ ଆମ୍ଭମାନେେ ସଦାପ୍ରଭୁଙ୍କର ଗୀତ କିପରି ବିଦେଶରେ ଗାନ କରିପାରିବା।