Home Bibles ପ୍ରଥମ ଶାମୁୟେଲ 4:19 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 4:19 · ଓଡ଼ିଆ ବାଇବେଲ

ସେ ସମୟରେ ଏଲିର ପକ୍ସ୍ଟତ୍ରବଧୂ ପୀନହସର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା'ର ପ୍ରସବକାଳ ନିକଟ ଥିଲା ଏହା ଶକ୍ସ୍ଟଣିବା ପରେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଧରା ପଡିଲା। ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯବରଣ କଲେ। ଅତି ପ୍ରସବକାଳିନ ୟନ୍ତ୍ରଣା ଭୋଗ କରୁକରୁ ସେ ପ୍ରସବ କଲା।

Cross references

ଆଦି ପୁସ୍ତକ 3:16

ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।

ଆଦି ପୁସ୍ତକ 35:17

ପ୍ରସବ ବଦନୋ ଅତିଶଯ କଷ୍ଟ ହବୋରୁ ଧାତ୍ରୀ ତାହାକୁ କହିଲେ, ଭୟ କରନାହିଁ, ତୁମ୍ଭେ ଏଥର ହିଁ ପୁତ୍ର ପ୍ରସବ କରିବ।

ପ୍ରଥମ ରାଜାବଳୀ 14:1

ସହେି ସମୟରେ ୟାରବିଯାମଙ୍କ ପୁତ୍ର ଅବିଯ ଅତିଶଯ ପୀଡିତ ହେଲେ।

ଗୀତସଂହିତା 78:64

ୟାଜକଗଣ ହତ୍ଯା ହେଲେ। କିନ୍ତୁ ବିଧବାମାନେ ସମାନଙ୍କେ ପାଇଁ ବିଳାପ କରିବାକୁ ସୁଯୋଗ ଦେଲେ ନାହିଁ।

ଯିରିମିୟ 26:6

ଯବେେ ତୁମ୍ଭମାନେେ ଆମ୍ଭର ଆଜ୍ଞା ପାଳନ ନ କରିବ, ତବେେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ଯ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।'

Interlinear

Choose Theme