ଏଣୁ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଆମ୍ଭମାନେେ କ'ଣ କରିବା?
Cross references
ଶୀହାରଠାେରକ୍ସ୍ଟ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା'ର ଉତ୍ତରାଞ୍ଚଳକକ୍ସ୍ଟ ବର୍ତ୍ତମାନ ପର୍ୟ୍ଯନ୍ତ ତୁମ୍ଭେ ନିଯନ୍ତ୍ରଣକକ୍ସ୍ଟ ନଇନୋହିଁ। ବର୍ତ୍ତମାନ ସକ୍ସ୍ଟଦ୍ଧା ସହେି ଦେଶ କିଣାନୀଯମାନଙ୍କର ଅଟେ। ଏହି ପାଞ୍ଚଜଣଙ୍କକ୍ସ୍ଟ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାତ୍ ଓ ଇକ୍ରୋଣର ନେତାଗଣଙ୍କକ୍ସ୍ଟ ତକ୍ସ୍ଟମ୍ଭଙ୍କକ୍ସ୍ଟ ପରାସ୍ତ କରିବାକୁ ହବେ।
ଏହାପରେ ସେ ସୀମା ଇକ୍ରୋଣର ଉତ୍ତର ପାଶର୍ବ ପର୍ୟ୍ଯନ୍ତ ଗଲା। ସଠାେରକ୍ସ୍ଟ ସେ ଶକ୍କରେୋନ୍ ସୀମା ପର୍ୟ୍ଯନ୍ତ ବିସ୍ତୃତ ଥିଲାଓ ବାଲା ପର୍ବତ ରେ ପଡି ୟବନିଯଲେ ପର୍ୟ୍ଯନ୍ତ ଥିଲା। ସହେି ସୀମାର ପ୍ରାନ୍ତ ଭାଗ ସମକ୍ସ୍ଟଦ୍ର ଥିଲା।
ଏ ହତେକ୍ସ୍ଟ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଏକତ୍ରୀତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ପଠାଇ ଦିଅ, ତାହା ସ୍ବସ୍ଥାନକକ୍ସ୍ଟ ଫରେିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ଯା ନ କରୁ, କାରଣ ନଗରର ସବୁଆଡେ ମୃତକ୍ସ୍ଟ୍ଯଜନିତ ବ୍ଯାକକ୍ସ୍ଟଳତା ଜନ୍ମି ଥିଲା। ପରମେଶ୍ବରଙ୍କ ହସ୍ତ ସଠାେରେ ଅତି ଭାରି ଥିଲା।
ତା'ପରେ ସମାନେେ ସମାନଙ୍କେର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ପରମେଶ୍ବରଙ୍କ ସିନ୍ଦକ୍ସ୍ଟକ ସହ ଆମ୍ଭେ କ'ଣ କରିବାକୁ ହବେ? ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକକ୍ସ୍ଟ ଫରୋଇବାକକ୍ସ୍ଟ ହବେ।
ଗାଥ ନିବାସୀ ଗଲିଯାତ ନାମକ ଏକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣୀରକ୍ସ୍ଟ ବାହାର ହେଲା, ସେ ସାଢେ ଛଅ ହାତ ଉଚ୍ଚ।
ଇଶ୍ରାୟେଲର ଓ ୟିହକ୍ସ୍ଟଦାର ଲୋକମାନେ ଉଠି ଜଯଧ୍ବନି କଲେ ଓ ସନ୍ନିକଟ ଇକ୍ରୋଣ ଫାଟକ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କ ପେଛ ପେଛ ଗୋଡ଼ାଇଲେ। ତା'ପରେ ସମାନେେ ପଲେଷ୍ଟୀୟମାନଙ୍କୁ ହତ୍ଯା କରି ଶାରଯିମ ପଥରେ ଗାଥ ଓ ଇକୋର୍ଣ ପର୍ୟ୍ଯନ୍ତ ପକାଇଲେ।
ଇଲିଯାଦଙ୍କର ପୁତ୍ର ଥିଲେ, ତହତ୍। ତହତ୍ଙ୍କର ପୁତ୍ର ଥିଲେ ସାବଦ୍। ସାବଦ୍ଙ୍କ ପୁତ୍ର ଥିଲେ ଶୁଥଲହେ।
ୟାଅ କଲନୀକୁ ଦେଖ, ସହେି ସ୍ଥାନରୁ ମହାନ୍ ନଗର ହମାତକୁ ୟାଅ। ତା'ପ ରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ୟାଅ। ସହେିସବୁ କି ଏହି ରାଜ୍ଯଗୁଡିକ ଅପେକ୍ଷା ଭଲ? ଅବା ସମାନଙ୍କେର ସୀମା କି ତୁମ୍ଭମାନଙ୍କର ରାଜ୍ଯ ଅପେକ୍ଷା ବଡ।
କିନ୍ତୁ ଆମ୍ଭେ ୟିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସମାନେେ ଆଘାତପ୍ରାପ୍ତ ହବେେ। ସହେି ଲୋକମାନେ ପ୍ରକୃତ ରେ କ୍ଷତବିକ୍ଷତ ହବେେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ୟିରୁଶାଲମ ବିରୁଦ୍ଧ ରେ ଏକତ୍ରୀତ ହବେେ।