Home Bibles ☰ Books ପ୍ରଥମ ଶାମୁୟେଲ 6:12 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 6:12 · ଓଡ଼ିଆ ବାଇବେଲ

ସେତବେେଳେ ସହେି ଗାଭୀମାନେ ସଳଖ ପଥଧରି ବୈଥ-ଶମେଶକକ୍ସ୍ଟ ଗଲେ; ସମାନେେ ସମାନଙ୍କେର ବାମ କିମ୍ବା ଡାହାଣକକ୍ସ୍ଟ ବକ୍ସ୍ଟଲିଲେ ନାହିଁ। ସମାନେେ ରାସ୍ତାସାରା ହମ୍ବା ରବ କରୁଥିଲେ, ଆଉ ସମାନଙ୍କେ ପେଛ ପେଛ ପଲେଷ୍ଟୀୟ ଅଧିପତିମାନେ ବୈଥ୍ଶମେଶ ସୀମା ପର୍ୟ୍ଯନ୍ତ ଗଲେ।

Cross references

ଯାତ୍ରା ପୁସ୍ତକ 8:15

ଫାରୋ ହୃଦଯଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜିଦ୍ଖୋର ହେଲ। ସେ ସମାନଙ୍କେ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସହେିପରି ସବୁ ଘଟିଗଲା।

ଗଣନା ପୁସ୍ତକ 20:19

ଇଶ୍ରାୟେଲର ଲୋକମାନେ କହିଲେ, ଆମ୍ଭମାନେେ କବଳେ ତୁମ୍ଭ ସଡକ ଦଇେ ୟିବୁ। ଯଦି ଆମ୍ଭମାନେେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତବେେ ଆମ୍ଭେ ତହିଁର ମୂଲ୍ଯ ଦବେୁ, ଆମ୍ଭମାନେେ କବଳେ ତୁମ୍ଭ ଦେଶ ଦଇେ ପାଦ ରେ ୟିବୁ। ଆମ୍ଭମାନେେ ଆଉକିଛି କରିବୁ ନାହିଁ।

ଯିହୋଶୂୟ 15:10

ଏହାପରେ ସହେି ସୀମା ବାଲାଠାରକ୍ସ୍ଟ ସଯେୀର ପର୍ବତ ପର୍ୟ୍ଯନ୍ତ ପଶ୍ଚିମ ଦିଗ ରେ ବକ୍ସ୍ଟଲିକରି ବସାଲୋନ୍ ନାମ ରେ ପ୍ରସିଦ୍ଧ ୟିଯାରୀମ୍ ପର୍ବତର ଉତ୍ତର ପାଶର୍‌ବସ୍ଥ ପର୍ୟ୍ଯନ୍ତ ଥିଲା। ତହକ୍ସ୍ଟଁ ସେ ବୈଥ୍ଶମେଶ ରେ ପଡି ତିମ୍ନା ପର୍ୟ୍ଯନ୍ତ ଥିଲା।

ପ୍ରଥମ ରାଜାବଳୀ 4:9

ମାକସ୍, ଶାଲବୀମ୍, ବୈଥ୍-ଶମେଶ, ଓ ଏଲୋନ-ବୈଥାନନର ଶାସନକର୍ତ୍ତା ଥିଲେ, ବିନ୍ଦକରେ।

Interlinear

Choose Theme