Home Bibles ପ୍ରଥମ ଶାମୁୟେଲ 6:2 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 6:2 · ଓଡ଼ିଆ ବାଇବେଲ

ତା'ପରେ ସମାନେେ ସମାନଙ୍କେର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ପରମେଶ୍ବରଙ୍କ ସିନ୍ଦକ୍ସ୍ଟକ ସହ ଆମ୍ଭେ କ'ଣ କରିବାକୁ ହବେ? ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକକ୍ସ୍ଟ ଫରୋଇବାକକ୍ସ୍ଟ ହବେ।

Cross references

ଆଦି ପୁସ୍ତକ 41:8

ଏହାପରେ ପ୍ରଭାତ ରେ ତାଙ୍କର ମନ ଉତ୍ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀଯ ପ୍ରେତ୍ୟକକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡ଼କାଇଲେ। ମାତ୍ର ଫାରୋ ସମାନଙ୍କେ ନିକଟରେ ଆପଣା ସ୍ବପ୍ନର କଥା କୁହନ୍ତେ ସମାନଙ୍କେ ମଧ୍ଯରୁ କହେି ତା'ର ଅର୍ଥ କହି ପାରିଲେ ନାହିଁ।

ଯାତ୍ରା ପୁସ୍ତକ 7:11

ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସମାନେେ ମଧ୍ଯ ହାରୋଣଙ୍କ ପରି ତାଙ୍କ ଗୁପ୍ତ ୟାଦୁ ବିଦ୍ଯା ପ୍ରଯୋଗ କରି ଆଶାବାଡିକୁ ସର୍ପରେ ପରିଣତ କରି ଦେଲେ।

ପ୍ରଥମ ଶାମୁୟେଲ 5:8

ଏଣୁ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଆମ୍ଭମାନେେ କ'ଣ କରିବା?

ଯିଶାଇୟ 2:6

ମୁଁ ଏହା କହୁଛି କାହିଁକି? କାରଣ ତୁମ୍ଭମାନେେ ଯାକୁବ ବଂଶକୁ ପରିତ୍ଯାଗ କରିଛ। ତୁମ୍ଭମାନେେ ସହେି ଲୋକ ଯେଉଁମାନେ କି ପୂର୍ବଦେଶୀଯମାନଙ୍କ ଆଚାର ରେ ପରିପୂର୍ଣ୍ଣ। ତୁମ୍ଭମାନେେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ଯତବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀଯମାନଙ୍କର ସହେି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନଇେଛନ୍ତି।

ଯିଶାଇୟ 47:12

ବର୍ତ୍ତମାନ ତୁମ୍ଭମାନେେ ମାଯାବୀ ୟାଦୁବିଦ୍ଯା ଉପ ରେ ନିର୍ଭର କର, ଯାହା ତୁମ୍ଭମାନେେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭମାନେେ ସଗେୁଡ଼ିକୁ ବ୍ଯବହାର ରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭମାନେେ ଜିତିପାର।

ଦାନିଏଲ 2:2

ତେଣୁ ରାଜା ତାଙ୍କର ସ୍ବପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମଯାବୀ ଓ କଲଦୀଯମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥି ରେ ସମାନେେ ଆସି ରାଜାଙ୍କ ସମ୍ମୁଖ ରେ ଠିଆ ହେଲେ।

ଦାନିଏଲ 5:7

ଗଣକ, କଲଦୀଯ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲୋନୀଯ ବିଦ୍ବାନମାନଙ୍କୁ କହିଲେ, ଯେ କହେି ଏହି ଲଖାେ ପଢିପାରିବ ଓ ତାହାର ଅର୍ଥ ବାହାର କରିପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦବେି ଓ ତାଙ୍କ କଣ୍ଠ ରେ ସୁବର୍ଣ୍ଣର ହାର ପିନ୍ଧାଇ ଦବେି। ଆଉ ସେ ରାଜ୍ଯର ତୃତୀୟ ସର୍ବୋଚ୍ଚ ଶାସନ କର୍ତ୍ତା ହବେ।

ମୀଖା 6:6

ଆମ୍ଭମାନେେ କ'ଣ ଆଣି ସଦାପ୍ରଭୁଙ୍କୁ ଭଟେିବା? କ'ଣ କରି ଆମ୍ଭେ ଉର୍ଦ୍ଧ୍ବସ୍ଥ ପରମେଶ୍ବରଙ୍କୁ ପ୍ରଣାମ କରିବା? କ'ଣ ହାମବେଳି ଓ ଏକବର୍ଷୀଯ ଗୋବତ୍ସ ନଇେ ଆମ୍ଭେ ସଦାପ୍ରଭୁଙ୍କୁ ଭଟେି ଦବୋ?

ମାଥିଉଲିଖିତ ସୁସମାଚାର 2:4

େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?

Interlinear

Choose Theme