Home Bibles ପ୍ରଥମ ଶାମୁୟେଲ 6:20 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 6:20 · ଓଡ଼ିଆ ବାଇବେଲ

ଏବଂ ବୈଥ-ଶମେଶର ଲୋକମାନେ କହିଲେ, ସଦାପ୍ରଭୁ ପବିତ୍ର ପରମେଶ୍ବରଙ୍କ ଉପସ୍ଥିତି ରେ କିଏ ଛିଡା ହାଇପୋ ରେ? ଏଠାରକ୍ସ୍ଟ କେଉଁଠାକକ୍ସ୍ଟ ଏହି ସିନ୍ଦକ୍ସ୍ଟକକକ୍ସ୍ଟ ନିଆୟିବ?

Cross references

ଲେବୀୟ ପୁସ୍ତକ 11:45

ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭମାନେେ ପବିତ୍ର ହବେ କାରଣ ଆମ୍ଭେ ପବିତ୍ର ଅଟୁ।

ଗଣନା ପୁସ୍ତକ 17:12

ଏହାପରେ ଇଶ୍ରାୟେଲର ଲୋକମାନେ ମାଶାଙ୍କେୁ କହିଲେ, ଆମ୍ଭେ ଜାଣୁ ଆମ୍ଭମାନେେ ମରିବୁ। ଆମ୍ଭମାନେେ ବିନଷ୍ଟ ହାଇେଅଛୁ, ଆମ୍ଭମାନେେ ବିନଷ୍ଟ ହବେୁ।

ପ୍ରଥମ ଶାମୁୟେଲ 5:7

ଏହିପରି ଅସ୍ଦୋଦୀଯ ଲୋକମାନେ ଯାହାସବୁ ଘଟିଯାଉଥିଲା ଦେଖିଲେ ଏବଂ କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭ ଦବେତା ଦାଗୋନ୍ ଉପରେ ତାଙ୍କର ହସ୍ତ ନିଷ୍ଠକ୍ସ୍ଟର ହାଇେଅଛି।

ପ୍ରଥମ ଶାମୁୟେଲ 5:8

ଏଣୁ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଆମ୍ଭମାନେେ କ'ଣ କରିବା?

ଦିତୀୟ ଶାମୁୟେଲ 6:7

ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରକ୍ସ୍ଟ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ପାଖ ରେ ମୃତକ୍ସ୍ଟ୍ଯବରଣ କଲେ।

ଦିତୀୟ ଶାମୁୟେଲ 6:9

ସହେି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, ମୁ କିପରି ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ମାେ ପାଖକକ୍ସ୍ଟ ଆଣିବି।

ପ୍ରଥମ ବଂଶାବଳୀ 13:11

ପରମେଶ୍ବର ଉଷଙ୍କ ପ୍ରତି ଆପଣାର କୋର୍ଧ ପ୍ରକାଶିତ କଲେ। ଏଥି ନିମନ୍ତେ ଦାଉଦ ଅସନ୍ତୁଷ୍ଟ ହେଲେ। ସହେି ସମୟଠାରୁ ଆଜି ପର୍ୟ୍ଯନ୍ତ ସହେି ସ୍ଥାନ ପରେସ-ଉଷ ନାମ ରେ ନାମିତ ହାଇେଅଛି।

ଗୀତସଂହିତା 76:7

ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।

ମଲାଖୀ 3:2

ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।

ଲୂକଲିଖିତ ସୁସମାଚାର 5:8

ଶିମାନେ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡିଏ ମାଛ ଧରିପାରିଥିବାରୁ ଆଶ୍ଚର୍ୟ୍ଯ ହାଇଗେଲେ।

ଲୂକଲିଖିତ ସୁସମାଚାର 8:37

ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସହେି ସ୍ଥାନରୁ ଚାଲିୟିବାପାଇଁ ଅନୁ ରୋଧ କଲେ। କାରଣ ସମାନେେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗା ରେ ବସି ଗାଲିଲୀ ଫରେିଗଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:17

ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”

Interlinear

Choose Theme