Home Bibles ପ୍ରଥମ ଶାମୁୟେଲ 7:12 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 7:12 · ଓଡ଼ିଆ ବାଇବେଲ

ଶାମକ୍ସ୍ଟଯଲେ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ଯ ଲୋକମାନଙ୍କୁ ସାହାୟ୍ଯ କରିବା ଏବଂ ସଦାପ୍ରଭୁଙ୍କର ସାହାୟ୍ଯ ମନେ ରଖିବା, ସେ ଏହି ପଥରକକ୍ସ୍ଟ ମିସ୍ଫୀ ଓ ଶନେ ମଧିଅରେ ପ୍ରତିଷ୍ଠା କଲେ ଏହାର ନାମ ସାହାୟ୍ଯକାରୀ ପଥର ରଖିଲେ। ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ଆମ୍ଭକକ୍ସ୍ଟ ଏ ସ୍ଥାନ ରେ ସବୁ ପ୍ରକାର ସାହାୟ୍ଯ କରିଛନ୍ତି।

Cross references

ଆଦି ପୁସ୍ତକ 22:14

ତେଣୁ ଅବ୍ରହାମ ସହେି ସ୍ଥାନର ନାମ ଦେଲେ, ୟି ହାବୋ-ୟିରି ଏପରିକି ଆଜି ମଧ୍ଯ ଲୋକମାନେ କୁହନ୍ତି, ପର୍ବତ ରେ ସଦାପ୍ରଭୁ ପ୍ରଦାନ କରନ୍ତି।

ଆଦି ପୁସ୍ତକ 28:18

ଯାକୁବ ପ୍ରତ୍ଯୁଷରୁ ଉଠିଲେ। ଯେଉଁ ପ୍ରସ୍ଥର ମୁଣ୍ଡତଳେ ଦଇେଥିଲେ, ତାହା ନଇେ ସ୍ତମ୍ଭରୂପେ ସ୍ଥାପନ କଲେ। ଏହାପରେ ସେ ତା' ଉପରେ ତୈଳ ଢ଼ାଳିଲେ।

ଆଦି ପୁସ୍ତକ 31:45

ଯେତବେେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘନେି ସ୍ତମ୍ଭ ରୂପେ ସ୍ଥାପନ କଲା।

ଆଦି ପୁସ୍ତକ 35:14

ଯାକୁବ ସଠାେରେ ଏକ ସ୍ମରଣାର୍ଥକ ପ୍ରସ୍ଥର ସ୍ଥାପନ କଲେ। ଯାକୁବ ସଠାେରେ ପଯେ ନବୈେଦ୍ଯ ଓ ତୈଳ ଢ଼ାଳିଲେ।

ଯାତ୍ରା ପୁସ୍ତକ 17:15

ଏହାପରେ ମାଶାେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ମାଶାେ ଏହାର ନାମ ଦେଲେ, ୟି ହାବୋ-ନିଃଷି ସଦାପ୍ରଭୁ ମାରେ ଧ୍ବଜା ରଖିଲେ।

ଯିହୋଶୂୟ 4:9

ଯିହାଶୂେୟ ୟର୍ଦ୍ଦନ ନଦୀର ମଝି ରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠା ରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ଧରି ଠିଆ ହାଇେଥିଲେ। ଯାହାକି ଆଜି ପର୍ୟ୍ଯନ୍ତ ପଥରଖଣ୍ତଗକ୍ସ୍ଟଡିକ ସହେି ସ୍ଥାନ ରେ ଅଛି।

ଯିହୋଶୂୟ 4:20

ସମାନେେ ୟର୍ଦ୍ଦନରକ୍ସ୍ଟ ଆଣିଥିବା ସହେି ବାରଟି ଶିଳାଖଣ୍ତକକ୍ସ୍ଟ ଯିହାଶୂେୟା ଗିଲଗାଲ୍ଠା ରେ ସ୍ଥାପନ କଲେ।

ଯିହୋଶୂୟ 24:26

ଯିହାଶୂେୟ ଏହାକକ୍ସ୍ଟ ଲେଖି ରଖିଲେ, ସଦାପ୍ରଭୁଙ୍କ ନିଯମ ପୁସ୍ତକକରେ ଏବଂ ଏକ ବୃହତ୍ତ ପ୍ରସ୍ତର ନଇେ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଆଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ।

ପ୍ରଥମ ଶାମୁୟେଲ 4:1

ଆଉ ଶାମକ୍ସ୍ଟଯଲରେ କଥା ସମସ୍ତ ଇଶ୍ରାୟେଲ ମଧିଅରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପକ୍ସ୍ଟତ୍ରମାନେ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ କକ୍ସ୍ଟକାର୍ୟ୍ଯ କରି ଚାଲିଲେ।

ପ୍ରଥମ ଶାମୁୟେଲ 5:1

ଏଥି ମଧିଅରେ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଏବନ୍-ଏଜରରକ୍ସ୍ଟ ଅସ୍ଦୋଦକକ୍ସ୍ଟ ୟାଇଥିଲେ।

ଗୀତସଂହିତା 71:6

ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।

ଗୀତସଂହିତା 71:17

ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।

ଯିଶାଇୟ 19:19

ସହେି ସମୟରେ ମିଶରର ମଧ୍ଯ ସ୍ଥାନ ରେ ସଦାପ୍ରଭୁଙ୍କ ପାଇଁ ଏକ ୟଜ୍ଞବଦେୀ ହବେ ଏବଂ ତାହାର ସୀମା ନିକଟରେ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ସ୍ତମ୍ଭ ରହିବ।

ଯିଶାଇୟ 46:3

ହେ ଯାକୁବର ପରିବାର, ହେ ଇଶ୍ରାୟେଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭମାନେେ ଗର୍ଭସ୍ଥ ହବୋ ଦିନଠାରୁ ଆମ୍ଭଦ୍ବାରା ବାହିତ ହାଇେଅଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:22

କିନ୍ତୁ ମାେତେ ପରମେଶ୍ବର ସାହାୟ୍ଯ କଲେ। ସେ ଆଜି ପର୍ୟ୍ଯନ୍ତ ମାେତେ ସାହାୟ୍ଯ କରିଆସୁଛନ୍ତି। ପରମେଶ୍ବରଙ୍କ ସାହାୟ୍ଯ ପାଇ ମୁଁ ଏଠା ରେ ଠିଆ ହାଇେଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁନାହିଁ। ମାଶାେ ଓ ଭାବବାଦୀମାନେ ଯାହା ସବୁ ଘଟିବ ବୋଲି କହିଛନ୍ତି, ମୁଁ ସହେି କଥା କହୁଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:10

ପରମେଶ୍ବର ଆମ୍ଭମାନଙ୍କୁ ମୃତ୍ଯୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ବର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।

Interlinear

Choose Theme