Home Bibles ☰ Books ପ୍ରଥମ ଶାମୁୟେଲ 7:8 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 7:8 · ଓଡ଼ିଆ ବାଇବେଲ

ଇଶ୍ରାୟେଲୀୟମାନେ ଶାମୁୟେଲଙ୍କୁ କହିଲେ, ଆମ୍ଭମାନଙ୍କ ପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ନିକଟରେ ପ୍ରାର୍ଥନା ବନ୍ଦ କର ନାହିଁ, ପଲେଷ୍ଟୀୟଙ୍କ କବଳରକ୍ସ୍ଟ ଆମକକ୍ସ୍ଟ ରକ୍ଷା କରିବାକୁ ପରମେଶଓରଙ୍କୁ ଗକ୍ସ୍ଟହାରି କର।

Cross references

ପ୍ରଥମ ଶାମୁୟେଲ 12:19

ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭମାନେେ ଯେପରି ନ ମରକ୍ସ୍ଟ ସେଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର, କାରଣ ଆମ୍ଭମାନେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ଅନକେ ଥର ପାପ କରିଅଛକ୍ସ୍ଟ ଏବଂ ବର୍ତ୍ତମାନ ଆମ୍ଭମାନେେ ରାଜାଙ୍କକ୍ସ୍ଟ ମାଗି ପାପକକ୍ସ୍ଟ ବଢଇେ ଦେଉଛକ୍ସ୍ଟ।

ଯିଶାଇୟ 37:4

ହାଇପୋ ରେ ଜୀବନ୍ତ ପରମେଶ୍ବରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀଯ ରାଜା ଦ୍ବାରା ପ୍ ରରେିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ବର ଯେଉଁ କଥା ଶୁଣି ଅଛନ୍ତି, ତାହାପାଇଁ ଅନୁୟୋଗ କରିବେ। ଏଣୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସମାନଙ୍କେ ପାଇଁ ତୁମ୍ଭେ ପ୍ରାର୍ଥନା କର।'

ଯିଶାଇୟ 62:1

ମୁଁ ସିୟୋନକୁ ଭଲ ପାଏ, ଧର୍ମ ଦୀପ୍ତିର ନ୍ଯାଯ ଓ ତାହାର ପରିତ୍ରାଣ ଜ୍ବଳନ୍ତ ପ୍ରଦୀପର ନ୍ଯାଯ ୟିରୁଶାଲମ ରେ ପ୍ରକଟ ନ ହାଇେଛି, ସେ ପର୍ୟ୍ଯନ୍ତ ଆମ୍ଭେ ତା ନିମନ୍ତେ ବିଶ୍ରାମ ନବୋ ନାହିଁ। ପ୍ରଭାତ ରେ ଦୀପ୍ତି ଲାଭ କରିବା ପରି ମୁଁ ୟିରୁଶାଲମ ରେ ବିଜଯ ଚା ହେଁ।

ଯିଶାଇୟ 62:6

ହେ ୟିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପ ରେ ପ୍ରହରିଗଣ ନିୟୁକ୍ତ କରିଅଛୁ ; ସମାନେେ କି ଦିନ କି ରାତି ନୀରବ ରହିବେ ନାହିଁ। ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭମାନେେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।

ଯିରିମିୟ 42:2

ସେ ସମସ୍ତ ଲୋକ ତାଙ୍କୁ କହିଲେ, ହେ ଯିରିମିୟ, ଆମ୍ଭମାନେେ ତୁମ୍ଭକୁ ନିବଦନେ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ବଚକ୍ଷୁ ରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭମାନେେ ଅନକେ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ।

ଯାକୁବଙ୍କ ପତ୍ 5:16

ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।

Interlinear

Choose Theme