Home Bibles ପ୍ରଥମ ଶାମୁୟେଲ 8:1 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 8:1 · ଓଡ଼ିଆ ବାଇବେଲ

ଯେତବେେଳେ ଶାମକ୍ସ୍ଟଯଲେ ବୃଦ୍ଧ ବଯସ ରେ ଉପନୀତ ହେଲେ, ସେ ତାଙ୍କ ପକ୍ସ୍ଟତ୍ରମାନଙ୍କୁ ଇଶ୍ରାୟେଲୀୟମାନଙ୍କ ନତେୃତ୍ବ ନବୋ ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ।

Cross references

ଦିତୀୟ ବିବରଣ 16:18

ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ବାରା ଦତ୍ତ ସମସ୍ତ ସହର ପାଇଁ ବିଚାରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରେତ୍ୟକକ ଗୋଷ୍ଠୀଯ ଏପରି କରିବା ଉଚିତ୍। ଏବଂ ସହେି ଲୋକମାନେ ସମାନଙ୍କେୁ ଶାସନ କରିବେ ଓ ନ୍ଯାଯ ସକ୍ସ୍ଟରକ୍ଷିତ କରିବେ।

ବିଚାରକର୍ତାମାନଙ୍କ ବିବରଣ 5:10

ହେ ଶ୍ବତଗେର୍ଦ୍ଧଭୀ-ଆରୋହିମାନେ, ହେ ଗାଲିଗ୍ଭ ରେ ବସିବା ଲୋକମାନେ, ହେ ପଥର ରେ ଗମନକାରୀମାନେ! ତୁମ୍ଭମାନେେ ଗାନ କର।

ବିଚାରକର୍ତାମାନଙ୍କ ବିବରଣ 8:22

ଇଶ୍ରାୟେଲର ଲୋକମାନେ ଗିଦ୍ଦିଯୋନଙ୍କକ୍ସ୍ଟ କହିଲେ, ଆପଣା ଆମ୍ଭମାନଙ୍କ ମିଦିଯନମାନଙ୍କଠାରକ୍ସ୍ଟ ରକ୍ଷା କରିଛନ୍ତି, ତେଣୁ ଆପଣ ଆମର ଶାସକ ହକ୍ସ୍ଟଅନ୍ତକ୍ସ୍ଟ। ଆମ୍ଭେ ତୁମ୍ଭକୁ ତୁମ୍ଭର ସନ୍ତାନମାନଙ୍କୁ ଆମର ଶାସକ ଭାବେ ଗ୍ଭହକ୍ସ୍ଟଁ।

ବିଚାରକର୍ତାମାନଙ୍କ ବିବରଣ 10:4

ୟାଯୀରଙ୍କର ତିରିଶଟି ପକ୍ସ୍ଟତ୍ର ଥିଲେ। ଯେଉଁମାନେ କି ତିରିଶଟି ଗଦ୍ଦର୍ଭ ଚଢି଼ଲେ ଓ ସମାନଙ୍କେର ତିରିଶଟି ସହର ଥିଲା। ସହେି ସହରଗୁଡିକୁ ୟାଯୀର ସହର ନାମ ରେ ଆଜି ପର୍ୟ୍ଯନ୍ତ ନାମିତ କରାୟାଇଛି। ସହେିସବୁ ସହରଗକ୍ସ୍ଟଡିକ ଗିଲିଯଦ ଦେଶ ରେ ଅଛି।

ବିଚାରକର୍ତାମାନଙ୍କ ବିବରଣ 12:14

ଅବ୍ଦୋନ୍ଙ୍କର ଗ୍ଭଳିଶଟି ପକ୍ସ୍ଟତ୍ର ଓ ତିରିଶଟି ନାତି ଥିଲେ। ସମାନେେ ଶତକ୍ସ୍ଟରିଟି ଗଧ ଉପରେ ସବାର ହେଉଥିଲେ। ସେ ଆଠ ବର୍ଷଧରି ଇଶ୍ରାୟେଲ ଉପରେ ରାଜତ୍ବ କଲେ।

ପ୍ରଥମ ଶାମୁୟେଲ 12:2

ବର୍ତ୍ତମାନ ତୁମ୍ଭର ନତେୃତ୍ବ କରିବା ପାଇଁ ଜଣେ ରାଜା ଅଛନ୍ତି। ମୁ ବୃଦ୍ଧ ଓ ପକ୍ବକେଶ ହାଇେ ଗଲିଣି। ମୁ ମାେ ୟକ୍ସ୍ଟବାବସ୍ଥାରକ୍ସ୍ଟ ତକ୍ସ୍ଟମ୍ଭ ମୂନିବ ଥିଲି। ବର୍ତ୍ତମାନ ମାେ ପକ୍ସ୍ଟଅମାନେ ତକ୍ସ୍ଟମ୍ଭ ସାଥି ରେ ଅଛନ୍ତି।

ଦିତୀୟ ବଂଶାବଳୀ 19:5

ଯିହାଶାଫେଟ୍ ଯିହୁଦାର ସମସ୍ତ ନଗର ରେ ବିଚାରକର୍ତ୍ତାମାନଙ୍କୁ ନିୟୁକ୍ତ କଲେ। ଯିହୁଦାର ପ୍ରତିଟି ସୁଦୃଢ଼ ଦୁର୍ଗ ରେ ରହିବା ନିମନ୍ତେ ସେ ବିଚାରକର୍ତ୍ତାମାନଙ୍କୁ ନିୟୁକ୍ତ କଲେ।

ନିହିମିୟା 7:2

ଏହାପରେ ମୁଁ ମାରେଭାଇ ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନିଯକୁ ୟିରୁଶାଲମ ଉପରେ ନିୟୁକ୍ତ କଲି କାରଣ ହନାନିଯ ବିଶ୍ବସ୍ତ ଲୋକ ଥିଲା, ଆଉ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ପରମେଶ୍ବରଙ୍କୁ ଭୟ କରୁଥିଲା।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:21

ପରମେଶ୍ବର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ବର୍ଗଦୂତଙ୍କ ଆଗ ରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ଯ ଜାଣିବା ପୂର୍ବରୁ ଲୋକମାନଙ୍କର ବିଚାର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦଖାେଅ।

Interlinear

Choose Theme