ଦିନ ଆସିବ ଯେତବେେଳେ ତୁମ୍ଭେ ବାଛିଥିବା ରାଜାଙ୍କକ୍ସ୍ଟ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦବେେ ନାହିଁ।
Cross references
ମାରେ ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦଇେଛନ୍ତି, ମୁଁ ସହେି ବୋଝକୁ ଆହୁରି ଭାରୀ କରିବି। ମାରେ ପିତା ତୁମ୍ଭକୁ ଚାବୁକ ଦ୍ବାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଚାବୁକ ଦ୍ବାରା ଶାସନ କରିବି, ଯେଉଁଥି ରେ ମୁନିଆ କଣ୍ଟାମାନ ବାହାରିଥିବ।'
ପରମେଶ୍ବରଙ୍କଠା ରେ ଆସ୍ଥା ବିହୀନ ବ୍ଯକ୍ତି ମୃତ୍ଯୁ ସମୟରେ କ'ଣ ଆଶା କରିବ ? ଯେତବେେଳେ ପରମେଶ୍ବର ତା'ର ପ୍ରାଣ ନିଅନ୍ତି, ସହେି ଲୋକର କୌଣସି ଆଶା ନ ଥାଏ।
ପରମେଶ୍ବର କ'ଣ ତା'ର ସାହାୟ୍ଯର ଡ଼ାକ ଶୁଣିବେ, ଯେତବେେଳେ ତା' ପ୍ରତି ଅସୁବିଧା ଆସିବ ?
ମାରେ ଶତ୍ରୁମାନେ ସାହାୟ୍ଯ ପାଇଁ ଚିତ୍କାର କଲେ, କିନ୍ତୁ କହେି ସମାନଙ୍କେୁ ରକ୍ଷା କରିବାକୁ ଆଗଇେ ଆସି ନ ଥଲେ। ସମାନେେ ସଦାପ୍ରଭୁଙ୍କୁ ମଧ୍ଯ ଡାକିଲେ କିନ୍ତୁ ସେ ସମାନଙ୍କେୁ ଉତ୍ତର ଦେଲେ ନାହିଁ।
ତୁମ୍ଭମାନେେ ମାରେ ସମସ୍ତ ବାକ୍ଯକୁ ହଯେ ଜ୍ଞାନ କଲ। ମାରେ କୌଣସି ଅନୁୟୋଗକୁ ଚାହିଁଲ ନାହିଁ।
ଯେତବେେଳେ ଏହିସବୁ ଘଟିବ, ତୁମ୍ଭମାନେେ ମାରେ ସାହାୟ୍ଯ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାୟ୍ଯ କରିବି ନାହିଁ। ତୁମ୍ଭମାନେ ମାେତେ ଖାଜେିବ। କିନ୍ତୁ ତୁମ୍ଭମାନେେ ମାେତେ ପାଇବ ନାହିଁ।
ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।
ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।
ତୁମ୍ଭମାନେେ ଯଦି ସହେି ଭୁଲ ଆଦେଶ ପାଳନ କରିବ ତବେେ ଦେଶ ରେ କଷ୍ଟ ଓ ଅନାହାର ଦଖାଦେବେ। ସେତବେେଳେ ସମାନେେ ବିରକ୍ତ ହବେେ ଏବଂ ସମାନଙ୍କେର ଶାସକ ଓ ପରମେଶ୍ବରଙ୍କ ବିରୁଦ୍ଧ ରେ କହିବେ। ତା'ପ ରେ ସମାନେେ ପରମେଶ୍ବରଙ୍କଠାରୁ ସାହାୟ୍ଯ ପାଇଁ ଉର୍ଦ୍ଧ୍ବକୁ ଚାହିଁବେ।
ମୁଁ ଏଠା ରେ ଦେଖୁଛି, ଦେଖ ! ସଦାପ୍ରଭୁଙ୍କର ହସ୍ତ ଏତେ େଛାଟ ହାଇୟୋଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହାଇେ ନାହିଁ।
ଏଣୁ ଆମ୍ଭେ ସମାନଙ୍କେ ବିଷଯ ରେ ଆମ୍ଭର କୋରଧଭାବ ଦଖାଇବୋ। ଆମ୍ଭେ ସମାନଙ୍କେୁ ଅନୁକମ୍ପା କରିବା ନାହିଁ କି ଦୟା ଦଖାଇବୋ ନାହିଁ। ଏବଂ ଏପରିକି ଯଦି ସମାନେେ ଆମ୍ଭ କର୍ଣ୍ଣ ପାଖ ରେ ଉଚ୍ଚ ସ୍ବର ରେ ଡ଼ାକନ୍ତି, ତଥାପି ଆମ୍ଭେ ସମାନଙ୍କେ କଥା ଶୁଣିବା ନାହିଁ।
ତେଣୁ ତୁମ୍ଭମାନେେ ଯେତବେେଳେ ସଦାପ୍ରଭୁଙ୍କୁ ନିବଦନେ କରିବ, କିନ୍ତୁ ସେ କୌଣସି ଉତ୍ତର ଦବେେ ନାହିଁ। ଆଉ ମଧ୍ଯ ତୁମ୍ଭମାନେେ ଦୁଷ୍କର୍ମ କରିଥିବାରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।
ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'