Home Bibles ☰ Books ପ୍ରଥମ ଶାମୁୟେଲ 9:2 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 9:2 · ଓଡ଼ିଆ ବାଇବେଲ

କୀଶ୍ଙ୍କର ପକ୍ସ୍ଟଅଙ୍କର ନାମ ଶାଉଲ। ଶାଉଲ ଜଣେ ସକ୍ସ୍ଟନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇଶ୍ରାୟେଲୀୟଙ୍କ ମଧିଅରେ ସକ୍ସ୍ଟନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରକ୍ସ୍ଟ ଅଧିକ ଉଚ୍ଚ ଥିଲେ।

Cross references

ଆଦି ପୁସ୍ତକ 6:2

ପରମେଶ୍ବରଙ୍କର ପୁତ୍ରଗଣ ଦେଖିଲେ,

ଗଣନା ପୁସ୍ତକ 13:33

ସଠାେରେ ଆମ୍ଭମାନେେ ଅନାକର ନଫଲିେମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସମାନଙ୍କେ ଦୃଷ୍ଟି ରେ ଆମ୍ଭମାନେେ ଝିଣ୍ଟିକା ପରି ହେଲୁ।

ପ୍ରଥମ ଶାମୁୟେଲ 10:21

ଶାମକ୍ସ୍ଟଯଲେ କହିଲେ ଯେ, ବିନ୍ଯାମୀନ ପରିବାରବର୍ଗଙ୍କକ୍ସ୍ଟ ଏକ ଏକ ପରି ଆଗକକ୍ସ୍ଟ ଆସିବା ପାଇଁ। ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା। ତା'ପରେ ଶାମକ୍ସ୍ଟଯଲେ ସହେି ପରିବାରବର୍ଗର ପ୍ରେତ୍ୟକକ ଲୋକଙ୍କକ୍ସ୍ଟ ଆଗକକ୍ସ୍ଟ ଆସିବାକକ୍ସ୍ଟ କହିଲେ। କୀଶ୍ଙ୍କ ପକ୍ସ୍ଟତ୍ର ଶାଉଲ ବଛାଗଲେ। କୀଶ୍ଙ୍କ ପକ୍ସ୍ଟତ୍ର ଶାଉଲଙ୍କକ୍ସ୍ଟ ସଠାେରେ ଖୋଜାଗଲା,

ପ୍ରଥମ ଶାମୁୟେଲ 10:23

ଲୋକମାନେ ଖାଜେିଲେ ଏବଂ ତାଙ୍କୁ ସାମଗ୍ରୀ ପଛପଟେ ପାଇଲେ। ଶାଉଲ ଲୋକମାନଙ୍କ ମଧିଅରେ ଛିଡା ହେଲେ ସେ ସମସ୍ତ ଲୋକଙ୍କ ଅପେକ୍ଷା ଲମ୍ବା ଥିଲେ।

ପ୍ରଥମ ଶାମୁୟେଲ 16:7

କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।

ପ୍ରଥମ ଶାମୁୟେଲ 17:4

ଗାଥ ନିବାସୀ ଗଲିଯାତ ନାମକ ଏକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣୀରକ୍ସ୍ଟ ବାହାର ହେଲା, ସେ ସାଢେ ଛଅ ହାତ ଉଚ୍ଚ।

ଦିତୀୟ ଶାମୁୟେଲ 14:25

ସମକ୍ସ୍ଟଦାଯ ଇଶ୍ରାୟେଲ ମଧିଅରେ ଅବଶା ଲୋମ ପରି ଅତି ସକ୍ସ୍ଟନ୍ଦର ୟକ୍ସ୍ଟବକ କହେି ନଥିଲେ। ଲୋକମାନେ ତା'ର ସୌନ୍ଦର୍ୟ୍ଯକକ୍ସ୍ଟ ପ୍ରଶଂସା କରୁଥିଲେ। ତା'ର ପାଦରକ୍ସ୍ଟ ମସ୍ତକ ପର୍ୟ୍ଯନ୍ତ କେଉଁଠା ରେ ଗକ୍ସ୍ଟଣ ନ ଥିଲା।

ପ୍ରଥମ ବଂଶାବଳୀ 8:33

ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ। ଏବଂ ଶାଉଲ ଯୋନାଥନ, ମଲକୀଶୂଯ, ଅବୀନାଦବ୍ ଓ ଇଶବାଲାଙ୍କ ପିତା ଥିଲେ।

ଯିରିମିୟ 9:23

ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

Interlinear

Choose Theme