Home Bibles ☰ Books ପ୍ରଥମ ଶାମୁୟେଲ 9:23 · ଓଡ଼ିଆ ବାଇବେଲ
ପ୍ରଥମ ଶାମୁୟେଲ 9:23 · ଓଡ଼ିଆ ବାଇବେଲ

ଶାମକ୍ସ୍ଟଯଲେ ରୋଷଇେଆକକ୍ସ୍ଟ ନିର୍ଦ୍ଦେଶ ଦେଲେ, ମୁ ତୁମ୍ଭକୁ ରଖିବାକକ୍ସ୍ଟ କହି ଦଇେଥିବା ମାଂସ ଆଣ।

Cross references

ଆଦି ପୁସ୍ତକ 43:34

ଦାସମାନେ ଯୋଷଫଙ୍କେ ଟବେୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥାନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ଯାମୀନକୁ ଅଧିକ ପାଞ୍ଚଥର ପରଷୁଥାନ୍ତି। ସମାନେେ ସମସ୍ତେ ଖାଇ ପିଇ ଆନନ୍ଦ କଲେ।

ପ୍ରଥମ ଶାମୁୟେଲ 1:5

ଇଲ୍କାନା ମଧ୍ଯ ତା'ର ସ୍ତ୍ରୀ ହାନ୍ନାକକ୍ସ୍ଟ ତା'ର ଦକ୍ସ୍ଟଇଗକ୍ସ୍ଟଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକକ୍ସ୍ଟ ସେ ବାସ୍ତବ ରେ ପ୍ ରମେ କରୁଥିଲା। କିନ୍ତୁ ସଦାପ୍ରଭୁ ତା' କୋଳ ରେ କୌଣସି ସନ୍ତାନ ସନ୍ତତି ଦଇେ ନ ଥିଲେ।

Interlinear

Choose Theme