Home Bibles ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:3 · ଓଡ଼ିଆ ବାଇବେଲ
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:3 · ଓଡ଼ିଆ ବାଇବେଲ

ଆମ୍ଭମାନଙ୍କର ପରମପିତା ପରମେଶ୍ବରଙ୍କୁ ଆମ୍ଭ ପ୍ରାର୍ଥନା ରେ ନିବଦନେ କଲା ବେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ବିଶ୍ବାସ ହତେୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ଯବାଦ ଦେଉ। ତୁମ୍ଭମାନେେ ତୁମ୍ଭମାନଙ୍କର ପ୍ ରମେ ହତେୁ ଯେଉଁ କାର୍ୟ୍ଯ କରିଛ, ସେଥିପାଇଁ ତାହାଙ୍କୁ ଧନ୍ଯବାଦ ଦେଉ। ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭରସା ହତେୁ ତୁମ୍ଭମାନେେ ଦୃଢ଼ ହାଇେ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ଯବାଦ ଅର୍ପଣ କରୁଛୁ।

Cross references

ଆଦି ପୁସ୍ତକ 29:20

ତେଣୁ ଯାକୁବ ତାଙ୍କ ସହ ସଠାେରେ ସାତବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ କମ ସମୟ ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।

ଉପଦେଶକ 2:26

ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।

ପରମଗୀତ 8:7

ଅପାର ଜଳରାଶି ପ୍ ରମେକୁ ନିର୍ବାଣ କରି ନ ପା ରେ। କିଅବା ବନ୍ଯା ତାହା ବୁଡ଼ାଇ ନ ପା ରେ। ଯବେେ କହେି ଆପଣାର ସର୍ବସ୍ବ ବଦଳ ରେ ପ୍ ରମେ କିଣିବା ପାଇଁ ଚେଷ୍ଟା କରେ, ତବେେ ସେ ଲୋକ ସମସ୍ତଙ୍କ ଦ୍ବାରା ତୁଚ୍ଛୀକୃତ ହବେ।

ଯୋହନଲିଖିତ ସୁସମାଚାର 6:27

ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

ଯୋହନଲିଖିତ ସୁସମାଚାର 14:15

ମାେତେ ଯଦି ତୁମ୍ଭେ ପ୍ ରମେ କର, ତବେେ ମାରେ ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ।

ଯୋହନଲିଖିତ ସୁସମାଚାର 14:21

ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।

ଯୋହନଲିଖିତ ସୁସମାଚାର 15:10

ମୁଁ ମାରେ ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ ରମେ ରେ ରହିଛି। ସହେିପରି ତୁମ୍ଭେ ଯଦି ମାରେ ଆଜ୍ଞା ପାଳନ କରିବ, ତୁମ୍ଭେ ମାେ ପ୍ ରମେ ରେ ରହିବ।

ଯୋହନଲିଖିତ ସୁସମାଚାର 21:15

ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?

ରେରିତମାନଙ୍କ କାର୍ଯ୍ୟର ବିବରଣ 3:19

ଏଥିପାଇଁ ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ବରଙ୍କ ପାଖକୁ ଫରେିଆସ, ତବେେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରି ଦବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:31

ସେ କହିଲେ, 'କର୍ଣ୍ଣୀଲିୟ, ପରମେଶ୍ବର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦଇେଥିବା ଦାନ ମନେ ରଖିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 2:7

କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।

ରୋମୀୟଙ୍କ ପ୍ରତି ପତ୍ର 5:3

ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।

ରୋମୀୟଙ୍କ ପ୍ରତି ପତ୍ର 8:24

ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 12:12

ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ଭୁଖୀନ ହବୋ ବେଳେ ତୁମ୍ଭେ ର୍ଧୈୟ୍ଯ ଧର। ନିରନ୍ତର ପ୍ରାର୍ଥନା କର।

ରୋମୀୟଙ୍କ ପ୍ରତି ପତ୍ର 15:4

ଶାସ୍ତ୍ର ରେ ଯେଉଁ କଥା ମାନ ଲଖାେ ଅଛି, ସଗେୁଡିକ ଦ୍ବାରା ଆମ୍ଭର ର୍ଧୈୟ୍ଯ ଓ ଶକ୍ତି ବଢେ ଓ ଆମ୍ଭେ ଭରସା ଲାଭ କରୁ।

ରୋମୀୟଙ୍କ ପ୍ରତି ପତ୍ର 15:13

ମୁଁ ସମସ୍ତ ଭରସା ସୋର୍ତ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ବାସ କାରଣରୁ ତୁମ୍ଭ ଜୀବନ ରେ ସମ୍ପୂର୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ର ଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନ ରେ ଝରିବ।

ରୋମୀୟଙ୍କ ପ୍ରତି ପତ୍ର 16:6

ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 16:26

ପରମେଶ୍ବର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦଇେଛନ୍ତି। ଏହି ଗୁପ୍ତ ସତ୍ଯ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ଯଦ୍ବକ୍ତାମାନଙ୍କର ଲଖାେ ଦ୍ବାରା ତାହା ପ୍ରକାଶିତ ହେଲା। ଏହା ଦ୍ବାରା ସମସ୍ତ ଲୋକମାନଙ୍କର ପରମେଶ୍ବରଙ୍କ ପାଇଁ ବିଶ୍ବାସ ଓ ଆଜ୍ଞାକାରିତା ବଢି ପାରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:4

ପ୍ ରମେ ଦୀର୍ଘ ସହିଷ୍ଣୁ। ପ୍ ରମେ ଦୟାବାନ। ପ୍ ରମେ ରେ ଇର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:13

ଅତଏବ ବିଶ୍ବାସ, ଭରସା ଓ ପ୍ ରମେ ସ୍ଥାଯୀ ଅଟେ। ଉକ୍ତ ତିନୋଟି ମଧ୍ଯରୁ ପ୍ ରମେ ହେଉଛି ସର୍ବୋତ୍କୃଷ୍ଟ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:58

ଏହା ଜାଣି ପ୍ରଭୁଙ୍କ କାର୍ୟ୍ଯ ରେ ସର୍ବଦା ନିଜକୁ ନିଯୋଜିତ କର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:17

ଅନକେ ଯେପରି କରନ୍ତି, ସପରେି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ବରଙ୍କ ବାକ୍ଯ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ସାକ୍ଷାତ ରେ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯ କହୁ। ପରମେଶ୍ବରଙ୍କ ପ୍ ରରେିତ ଲୋକ ଭଳି କଥା କହୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:14

ଯଦି ଆମ୍ଭେ ଠିକ୍ ମନ ରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ ରମେ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:7

ତୁମ୍ଭମାନେେ ବିଶ୍ବାସ, ବାକ୍ଯପ୍ରଚାର, ଜ୍ଞାନ, ଉପକାର କରିବାର ଉତ୍ସାହ, ଆମ୍ଭଠାରୁ ତୁମ୍ଭମାନେେ ଶିଖିଥିବା ପ୍ ରମେ, ଆଜି ସବୁ ଗୁଡ଼ିକରେ ଧନୀ ଅଟ। ସେଥିପାଇଁ ଆମ୍ଭେ ଇଚ୍ଛା କରୁ ଯେ, ଏହି ଦାନ ଦବୋ ସବୋ ରେ ତୁମ୍ଭମାନେେ ଧନୀ ହୁଅ।

ଗାଲାତୀୟଙ୍କ ପ୍ରତି ପତ୍ର 1:4

ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।

ଗାଲାତୀୟଙ୍କ ପ୍ରତି ପତ୍ର 5:6

ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।

ଗାଲାତୀୟଙ୍କ ପ୍ରତି ପତ୍ର 5:13

ମାେ ଭାଇ ଓ ଭଉଣୀମାନେ ! ପରମେଶ୍ବର ତୁମ୍ଭମାନଙ୍କୁ ସ୍ବାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ବାଧୀନତାକୁ ତୁମ୍ଭମାନେେ ନିଜ ନିଜର ପାପମୟ ସ୍ବଭାବର ଇଚ୍ଛା ପୂରଣ ନିମନ୍ତେ ବ୍ଯବହାର କର ନାହିଁ। ବରଂ ଏକ ଆ ରକରେ ପ୍ ରମେ ପୂର୍ବକ ସବୋ କର।

ଗାଲାତୀୟଙ୍କ ପ୍ରତି ପତ୍ର 6:9

ଆମ୍ଭେ ଉତ୍ତମ କାର୍ୟ୍ଯ କରିବା ରେ ଥକିୟିବା ନାହିଁ। କାରଣ ଉପୟୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:13

ତୁମ୍ଭମାନେେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ବରଙ୍କ ବାକ୍ଯ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ବରଙ୍କୁ ଅନବରତ ଧନ୍ଯବାଦ ଜଣାଉଛୁ। ଏହା ପ୍ରକୃତ ରେ ପରମେଶ୍ବରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:6

କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫରେି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ବାସ ଓ ପ୍ ରମରେ ସୁଖବର ଆମ୍ଭକୁ ଦଇେଛନ୍ତି। ତୁମ୍ଭମାନେେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭମାନେେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଚାହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ଯ ସହେି ଇଚ୍ଛା। ଆମ୍ଭମାନେେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:3

ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:11

ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ବାନର ଯୋଗ୍ଯ ବୋଲି ଭାବିବେ, ସଭେଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାୟ୍ଯ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠା ରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ ପରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠା ରେ ଥିବା ବିଶ୍ବାସ ଦ୍ବାରା ତୁମ୍ଭମାନେେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ବର ନିଜ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତୁ ବୋଲି ଆମ୍ଭେ ପ୍ରାଥର୍ନା କରୁ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:3

ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:3

ମୁଁ ସବୁବେଳେ ଦିନରାତି ମାେ ପ୍ରାର୍ଥନା ରେ ତୁମ୍ଭକୁ ମନେପକାଉଛି। ସହେି ପ୍ରାର୍ଥନା ରେ ମୁଁ ତୁମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି। ମାରେ ପୂର୍ବଜମାନେ ସହେି ପରମେଶ୍ବରଙ୍କୁ ସବୋ କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସବୋ କରିଛି।

ଫିଲୀମୋନଙ୍କ ପ୍ରତି ପତ୍ର 1:5

ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।

ଏବ୍ରୀ 4:11

ଅତଏବ, ଆମ୍ଭେ ପରମେଶ୍ବରଙ୍କ ସହେି ବିଶ୍ରାମସ୍ଥଳ ରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ଯକ। ପରମେଶ୍ବରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳ ରେ ପ୍ରବେଶ କରିପାରନ୍ତି ନାହିଁ, ସହେି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ଯରୁ କହେି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭମାନେେ ଯଥାସାଧ୍ଯ ପରିଶ୍ରମ କରିବା ଆବଶ୍ଯକ।

ଏବ୍ରୀ 6:10

ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।

ଏବ୍ରୀ 6:15

ଅବ୍ରହାମ ର୍ଧୈୟ୍ଯପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ବରଙ୍କ ପ୍ରତିଜ୍ଞାନୁସା ରେ ଫଳପ୍ରାପ୍ତ ହେଲେ।

ଏବ୍ରୀ 10:36

ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।

ଏବ୍ରୀ 11:7

କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।

Interlinear

Choose Theme