Home Bibles ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:17 · ଓଡ଼ିଆ ବାଇବେଲ
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:17 · ଓଡ଼ିଆ ବାଇବେଲ

ଭାଇ ଓ ଭଉଣୀମାନେ! ଆମ୍ଭେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ପାଖରୁ ଦୂର ରେ ଥିଲୁ। ଆମ୍ଭେ ଶାରୀରିକ ଭାବରେ ସଠାେରେ ନ ଥିଲେ ମଧ୍ଯ, ଆମ୍ଭର ଚିନ୍ତାଗୁଡ଼ିକ ସଠାେରେ ଅଛି। ଆମ୍ଭେ ତୁମ୍ଭମାନଙ୍କୁ ଦେଖିବା ଲାଗି ବ୍ଯଗ୍ର ଥିଲୁ ଓ ସେଥିପାଇଁ ଅଧିକ ଯତ୍ନ ମଧ୍ଯ କରିଥିଲୁ।

Cross references

ଆଦି ପୁସ୍ତକ 31:30

ମୁଁ ଜାଣେ ଯେ ତୁମ୍ଭେ ସ୍ବଗୃହକୁ ୟିବାକୁ ଚାହୁଁଥିଲ। ଯେଉଁଥି ପାଇଁ ତୁମ୍ଭେ ସେ ସ୍ଥାନ ଛାଡ଼ିଲ। କିନ୍ତି ତୁମ୍ଭେ କାହିଁକି ମାରେ ଦବେତାମାନଙ୍କୁ ଚୋରାଇ ଆଣିଲ?

ଆଦି ପୁସ୍ତକ 45:28

ଯାକୁବ କହିଲେ, ଏହା ୟଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମାରେ ପୁତ୍ର ଯୋଷଫେ ଏବବେି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ୟିବି।

ଆଦି ପୁସ୍ତକ 48:11

ଏହାପରେ ଇଶ୍ରାୟେଲ, ଯୋଷଫଙ୍କେୁ କହିଲା, ମୁଁ କବେେ ବି ଭାବି ନଥିଲି ମୁଁ ତୁମ୍ଭକୁ ଆଉ ଦେଖିପାରିବି। କିନ୍ତୁ ଦେଖ! ପରମେଶ୍ବର ତୁମ୍ଭକୁ ଓ ତୁମ୍ଭର ସନ୍ତାନମାନଙ୍କୁ ଦଖାଇେଲେ।

ଦିତୀୟ ଶାମୁୟେଲ 13:39

ଦାଉଦ ତାଙ୍କର ମନ ଅବଶାଲୋମ ଆଡେ ଗଲାପରେ ତାଙ୍କର ପ୍ରାଣ କ୍ଷୀଣ ହେଲା କାରଣ ସେ ଅମ୍ ନୋନର ମୃତକ୍ସ୍ଟ୍ଯ ଜାଣି ସାନ୍ତ୍ବନା ପ୍ରାଲ୍ଗ ହେଲ।

ଦିତୀୟ ରାଜାବଳୀ 5:26

ଏଥି ରେ ଇଲୀଶାୟ ତାକୁ କହିଲେ, ଏହା ସତ୍ଯ ନୁହେଁ କି? ସେ ଲୋକ ତୁମ୍ଭକୁ ଭଟେିବାକୁ ଯେତବେେଳେ ନିଜ ରଥରୁ ଫରେି ଆସିଲା, ସେତବେେଳେ ମାରେ ଅନ୍ତଃକରଣ ତୁମ୍ଭ ସାଥୀ ରେ ଥିଲା? ଅର୍ଥ, ବସ୍ତ୍ର, ତୈଳ, ଦ୍ରାକ୍ଷା, ମଷେ, ଗୋରୁ ଓ ଦାସ-ଦାସୀ ଗ୍ରହଣ କରିବାର ତାହା କ'ଣ ସମୟ ନୁହେଁ?

ଗୀତସଂହିତା 63:1

ହେ ପରମେଶ୍ବର, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବହୁତ ଚାହୁଁଛି। ମାରେ ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ଯ ତୃଷାର୍ତ୍ତ।

ଲୂକଲିଖିତ ସୁସମାଚାର 22:15

ଯୀଶୁ ସମାନଙ୍କେୁ କହିଲେ, ମୁଁ ମାେ ମୃତ୍ଯୁ ପୂର୍ବରୁ ତୁମ୍ଭମାନଙ୍କ ସହିତ ଏକାଠି ଏହି ନିସ୍ତାର ପର୍ବର ଖାଦ୍ୟ ଖାଇବା ପାଇଁ ଏକାନ୍ତ ଇଚ୍ଛା କରିଥିଲିା

ରେରିତମାନଙ୍କ କାର୍ଯ୍ୟର ବିବରଣ 17:10

ପାଉଲ ଓ ଶୀଲାଙ୍କୁ ଭାଇମାନେ ସହେି ରାତି ରେ ସାଙ୍ଗେ ସାଙ୍ଗେ ବରଯୋ ନଗରକୁ ପଠାଇ ଦେଲେ। ସମାନେେ ସଠାେରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ।

ରୋମୀୟଙ୍କ ପ୍ରତି ପତ୍ର 1:13

ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚ଼ା ହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବା ରେ ସାହାୟ୍ଯ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାୟ୍ଯ କରିଥିଲି, ସହେିପରି ତୁମ୍ଭମାନଙ୍କୁ ମୁଁ ସାହାୟ୍ଯ କରିବାକୁ ଚା ହେଁ।

ରୋମୀୟଙ୍କ ପ୍ରତି ପତ୍ର 15:23

ଏବେ ଏହି ଅଂଚଳ ରେ ମୁଁ ମାରେ କାର୍ୟ୍ଯ ସମାପ୍ତ କରି ସାରିଛି। ବିଗତ ଅନକେ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:3

ମୁଁ ସ୍ବଶରୀର ରେ ତୁମ୍ଭମାନଙ୍କ ପାଖ ରେ ନାହିଁ କିନ୍ତୁ ଆତ୍ମା ରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଚାର କରିଥାଆନ୍ତି, ସପରେି ମୁଁ ବିଚାର କରି ସାରିଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:22

ଯଦି ମୁଁ ଶରୀର ରେ ଜୀବିତ ରୁ ହେ, ତା ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ଯୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣନୋ ?

କଲସୀୟଙ୍କ ପ୍ରତି ପତ୍ର 2:5

ମୁଁ ମାେ ଶରୀର ରେ ତୁମ୍ଭ ସହିତ ସଠାେରେ ନାହିଁ, କିନ୍ତୁ ମାରେଆତ୍ମା ସଠାେରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠା ରେ ବଳିଷ୍ଠ ବିଶ୍ବାସ ଦେଖି ପ୍ରସନ୍ନ ଅଟେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:6

କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫରେି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ବାସ ଓ ପ୍ ରମରେ ସୁଖବର ଆମ୍ଭକୁ ଦଇେଛନ୍ତି। ତୁମ୍ଭମାନେେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭମାନେେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଚାହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ଯ ସହେି ଇଚ୍ଛା। ଆମ୍ଭମାନେେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:10

ଦିନରାତି ଆମ୍ଭେ ଅତି ଦୃଢ଼ତାର ସହିତ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରି ଚାଲିଛୁ। ତୁମ୍ଭମାନଙ୍କର ବିଶ୍ବାସକୁ ଦୃଢ଼ କରିବା ଲାଗି ଓ ତୁମ୍ଭମାନଙ୍କ ବିଶ୍ବାସ ରେ ଯାହାକିଛି ଅଭାବ ଅଛି, ତାହା ଯୋଗଇ ଦବୋ ପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଓ ଦେଖିବା ପାଇଁ ପ୍ରାର୍ଥନା କରୁଛୁ।

Interlinear

Choose Theme