ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସମାନେେ ସେ ପର୍ୟ୍ଯନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ଯ ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସମାନେେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ଯକୁ ଯିବେ।
Cross references
ସଦାପ୍ରଭୁ ଯିହୁଦା ରେ ଥିବା ଏକ ପରମେଶ୍ବରଙ୍କ ଲୋକକୁ ବୈଥଲେ ୟିବାକୁ ଆଦେଶ ଦେଲେ। ଯେତବେେଳେ ୟାରବିଯାମ ୟଜ୍ଞବଦେୀ ନିକଟରେ ଧୂପ ଜଳାଇବା ପାଇଁ ଛିଡା ହାଇେଥିଲେ ସେତବେେଳେ ପରମେଶ୍ବରଙ୍କ ଲୋକ ସଠାେରେ ଉପସ୍ଥିତ ହେଲେ।
କାରଣ ଅନ୍ନ ଜଳ ସ୍ପର୍ଶ ନ କରିବାକୁ ସଦାପ୍ରଭୁ ମାେତେ ନିର୍ଦ୍ଦେଶ ଦଇେଛନ୍ତି। ଆଉ ମଧ୍ଯ ସଦାପ୍ରଭୁଙ୍କର ଆଦେଶ ଅଛି, ତୁମ୍ଭେ ଯେଉଁ ପଥରେ ଆସିଛ, ସହେି ପଥରେ ଫରେିବ ନାହିଁ।
କାରଣ ସଦାପ୍ରଭୁ ମାେତେ ନିର୍ଦ୍ଦେଶ ଦଇେଛନ୍ତି, 'ତୁମ୍ଭେ ଭୋଜନ କରିବ ନାହିଁ କି ଜଳପାନ ଏଠା ରେ କରିବ ନାହିଁ। ଏବଂ ଯେଉଁ ପଥ ଦଇେ ଆସିଥିଲ,ସହେି ପଥ ଦଇେ ଫରେି ୟାଅନାହିଁ।'
ସଦାପ୍ରଭୁ ତୁମ୍ଭଙ୍କୁ ଆଦେଶ କରିଥିଲେ ତୁମ୍ଭେ ଏ ସ୍ଥାନ ରେ ଅନ୍ନ ଭୋଜନ କରିବ ନାହିଁ କି ଜଳପାନ କରିବ ନାହିଁ। ମାତ୍ର ତୁମ୍ଭେ ଫରେି ଆସିଲ ଓ ଅନ୍ନ ଭୋଜନ ଓ ଜଳ ପାନ କଲ। ତେଣୁ ତୁମ୍ଭର ଶବକୁ ତୁମ୍ଭ ପିତୃଲୋକମାନଙ୍କ ସହିତ କବର ଦିଆ ହବେ ନାହିଁ।
ଭବିଷ୍ଯଦ୍ବକ୍ତାଗଣଙ୍କ ମଧ୍ଯରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, ମାେତେ ମାର! ସେ ଏକଥା ସଦାପ୍ରଭୁଙ୍କ ଆଜ୍ଞା ରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା।
ତହୁଁ ମୀଖାଯ କହିଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।
କୌଣସି ଜିନିଷ ପାଇଁ ମୁଁ କାହାର ଋଣୀ ନୁହେଁ, ସ୍ବର୍ଗ ରେ ଯାହାକିଛି ଅଛି, ସେ ସବୁ ମାରେ ଅଧୀନ ଅଟେ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମୁଁ ତୁମ୍ଭ ବାକ୍ଯରେ ଭରସା କରେ।
ପିତର ଉତ୍ତର ଦେଲେ, ହଁ, ସେ ଦିଅନ୍ତି।
କିନ୍ତୁ ଶୁଣ ! ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଛି : ଆମ୍ଭମାନଙ୍କ ମଧ୍ଯରୁ ସମସ୍ତେ ମରିବା ନାହିଁ, ବରଂ ଆମ୍ଭେ ସମସ୍ତେ ପରିବର୍ତ୍ତିତ ହବୋ।
କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ପୁନରୁତ୍ଥିତ କଲେ, ସେ ଆମ୍ଭକୁ ମଧ୍ଯ ଯୀଶୁଙ୍କ ସହ ପୁନରୁତ୍ଥିତ କରିବେ।
ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।