Home Bibles ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:11 · ଓଡ଼ିଆ ବାଇବେଲ
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:11 · ଓଡ଼ିଆ ବାଇବେଲ

ଅତଏବ ପରସ୍ପରକୁ ସାନ୍ତ୍ବନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ଯାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠା ରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ଯ ସଇେଆ କରୁଛ।

Cross references

ରୋମୀୟଙ୍କ ପ୍ରତି ପତ୍ର 14:19

ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।

ରୋମୀୟଙ୍କ ପ୍ରତି ପତ୍ର 15:2

ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।

ରୋମୀୟଙ୍କ ପ୍ରତି ପତ୍ର 15:14

ମାେ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେ ମାନେ ଭଲ ଗୁଣ ରେ ପରିପୂର୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେ ମାନେ ପରସ୍ପରକୁ ଶିକ୍ଷା ଦଇେ ପାରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:23

ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ ସବୁ ବିଷୟ ଭଲ ନୁହେଁ। ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ କେତକେ ବିଷୟ ଅନ୍ୟମାନଙ୍କ ବିଶ୍ବାସକୁ ଦୃଢ଼ କରିବା ରେ ସାହାୟ୍ଯ କରେ ନହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:5

ତୁମ୍ଭମାନେେ ସମସ୍ତେ ଅନକେ ଗୁଡ଼ିଏ ଭାଷା କୁହ, ଏହା ମୁଁ ଇଚ୍ଛା କରେ, କିନ୍ତୁ ତୁମ୍ଭମାନେେ ଯେ ଭାବବାଣୀ କୁହ, ଏହା ମାହେର ଅଧିକ ଇଚ୍ଛା। ଯେଉଁଲୋକ ଭାବବାଣୀ କ ହେ, ସେ ବିଭିନ୍ନ ଭାଷା କହି ପାରିବା ଲୋକଠାରୁ ଶ୍ ରେଷ୍ଠ। କିନ୍ତୁ ସେ ଯଦି ସହେି ଭାଷାଗୁଡ଼ିକର ଅର୍ଥ କରିପାରୁଥିବ ତବେେ ସେ ଭାବବାଣୀ କହୁଥିବା ଲୋକ ସହିତ ସମାନ। ଏହାଦ୍ବାରା ମଣ୍ଡଳୀକୁ ସାହାୟ୍ଯ ହବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:12

ତୁମ୍ଭପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ତୁମ୍ଭମାନେେ ଆଧ୍ଯାତ୍ମିକ ଦାନ ପାଇବା ପାଇଁ ଅତି ଉତ୍ସୁକ। ଅତଏବ, ମଣ୍ଡଳୀର ନିଷ୍ଠା ନିମନ୍ତେ ଆତ୍ମିକ ଦାନ ସବୁ ପ୍ରଚୁର ପରିମାଣ ରେ ପାଇବାକୁ ଚେଷ୍ଟା କର।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:29

ଆହୁରି ମଧ୍ଯ କବଳେ ଦୁଇ ବା ତିନିଜଣ, ଭାବବାଦୀ କହିବା ଉଚିତ୍। ଅନ୍ୟମାନେ ସମାନେେ ଯାହା କହୁଛନ୍ତି, ସଗେୁଡ଼ିକୁ ପରୀକ୍ଷା କରିବା ଉଚିତ୍।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:19

ତୁମ୍ଭମାନେେ କ'ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷ ରେ ୟୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବ ରେ ପରମେଶ୍ବରଙ୍କ ଆଗ ରେ କହିଥିଲୁ। ତୁମ୍ଭମାନେେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହା କିଛି କହୁଛୁ ତାହା ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ ହବେ ବୋଲି କହୁଛୁ।

ଏଫିସୀୟଙ୍କ ପ୍ରତି ପତ୍ର 4:12

ପରମେଶ୍ବରଙ୍କ ଲୋକମାନେ ତାଙ୍କର ସବୋ କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହବେେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସମାନଙ୍କେୁ ଦେଲେ। ଏହା ଦ୍ବାରା ଖ୍ରୀଷ୍ଟଙ୍କ ଶରୀରସ୍ବରୂପ ଆମ୍ଭମାନେେ ମଧ୍ଯ ଦୃଢ଼ ଓ ବଳବାନ ହବୋ।

ଏଫିସୀୟଙ୍କ ପ୍ରତି ପତ୍ର 4:16

ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରେତ୍ୟକକ ଅଙ୍ଗ ଏକାଠି ୟୋଡ଼ି ହାଇେ ରହିଛନ୍ତି। ପ୍ରେତ୍ୟକକ ଅଙ୍ଗ ନିଜ ନିଜର କାର୍ୟ୍ଯ କରନ୍ତି। ଏହାଦ୍ବାରା ସମଗ୍ର ଶରୀର ପ୍ ରମେ ରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।

ଏଫିସୀୟଙ୍କ ପ୍ରତି ପତ୍ର 4:29

ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:10

ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭମାନେେ ପ୍ରକୃତ ରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସମାନଙ୍କେୁ ଅଧିକରୁ ଅଧିକ ଭଲ ପାଇବାରୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:18

ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ବନା ଦିଅ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:4

ସମାନଙ୍କେୁ କୁହ ଯେ, ସମାନେେ ଅସତ୍ଯ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦଇେ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସଗେୁଡ଼ିକ ଦ୍ବାରା କବଳେ ତର୍କବିତର୍କ ହୁଏ। ସଗେୁଡ଼ିକ ପରମେଶ୍ବରଙ୍କ କାମ ପାଇଁ ସାହାୟ୍ଯ କରେ ନାହିଁ।

ଏବ୍ରୀ 3:13

କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। ଆଜିଦିନ' ରେ ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନ ରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାୟ୍ଯ କର।

ଏବ୍ରୀ 10:25

କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ଯାଗ କରନ୍ତି, ଆମ୍ଭେ ସପରେି ଏକାଠି ମିଳିତ ହବୋ ବନ୍ଦ କରିବା ଉଚିତ୍ ନୁହେଁ। ତା' ପରିବର୍ତେ, ସହେି ଦିନଟି ନିକଟତର ହେଉଛି ଦେଖି ଆମ୍ଭମାନେେ ଏକାଠି ମିଳିତ ହାଇେ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।

ପିତରଙ୍କ ଦିତୀୟ ପତ୍ର 1:12

ତୁମ୍ଭେ ଏହି କଥା ଜାଣ। ତୁମ୍ଭଠା ରେ ବର୍ତ୍ତମାନ ଥିବା ସତ୍ଯ ରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେ ପକାଇବା ପାଇଁ ସାହାୟ୍ଯ କରୁଥିବି।

ଯିହୂଦାଙ୍କ ପତ୍ର 1:20

କିନ୍ତୁ ମାରେ ପ୍ରିୟ ବନ୍ଧୁଗଣ, ତୁମ୍ଭମାନେେ ନିଜର ପବିତ୍ର ବିଶ୍ବାସ ଉପରେ ନିଜନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ ପ୍ରାର୍ଥନା କର।

Interlinear

Choose Theme