ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।
Cross references
କୌଣସି ଲୋକକୁ ଅଯଥା ବଦ୍ନାମ କର ନାହିଁ। ତା ନାମ ରେ ମିଥ୍ଯା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ଯାଯ ରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ଯା କରିଥାଏ ତବେେ ମୁଁ ତାକୁ କ୍ଷମା ଦବେି ନାହିଁ।
ଖାଇ ସାରିବାପରେ ସେ ଯେତବେେଳେ ଶଯନ କରିବାକୁ ଯିବେ, ସହେି ସ୍ଥାନକକ୍ସ୍ଟ ଆଗଇେ ୟାଅ, ତାଙ୍କର ପାଦରକ୍ସ୍ଟ ଆବରଣ କାଢି ସଠାେରେ ପଡିରକ୍ସ୍ଟହ। ତହିଁରେ ତୁମ୍ଭକୁ କ'ଣ କରିବାକୁ ହବେ ତାହା ସେ ଜଣାଇବେ।
ତେଣୁ ଋତ ସକାଳ ପର୍ୟ୍ଯନ୍ତ ବୋୟଜର ପାଦତଳେ ଶଯନ କଲା। ଅନ୍ଧାର ଥାଉଁ ଥାଉଁ ଲୋକମାନେ ଚିହ୍ନିବା ପୂର୍ବରକ୍ସ୍ଟ ଋତ ଉଠି ପଡିଲେ।
ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।
ପିତର ଉତ୍ତର ଦେଲେ, ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି। ଯୀଶୁ ତାହାଙ୍କୁ କହିଲେ, ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ।
ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।
ଯଦି ମାରେ ମାଂସ ଖାଇବା ଦ୍ବାରା ମାେ ଭାଇ ପାପରେ ପଡ଼ିବ, ତା' ହେଲେ ମୁଁ ଭବିଷ୍ଯତ ରେ ଆଉ ମାଂସ ଖାଇବି ନାହିଁ। ଏପ୍ରକା ରେ ମୁଁ ମାେ ଭାଇର ବିଘ୍ନର କାରଣ ହବେି ନାହିଁ।
ଅତଏବ, ଯେତବେେଳେ ତୁମ୍ଭମାନେେ ଖାଅ, ପିଅ ବା ଅନ୍ୟ ଯାହା କିଛି କର, ପରମେଶ୍ବରଙ୍କ ମହିମା ପାଇଁ କରିବା ଉଚିତ୍।
ଆମ୍ଭ କାମ ରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଚା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ଯା ସୃଷ୍ଟି କରିବ।
ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।
ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ସମାନେେ ମଧ୍ଯ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦବେେ। ତୁମ୍ଭମାନଙ୍କୁ ମଧ୍ଯ ନିଜ ଆବଶ୍ଯକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।
ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସହେି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦଖାଇବୋ ବେଳେ ସାବଧାନ ରେ ରୁହ। ପାପରେ କଳଙ୍କିତ ହାଇେଥିବା ସମାନଙ୍କେର ଲୁଗାପଟାକୁ ମଧ୍ଯ ଘୃଣା କର।