Home Bibles ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:26 · ଓଡ଼ିଆ ବାଇବେଲ
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:26 · ଓଡ଼ିଆ ବାଇବେଲ

ଏକତ୍ରୀତ ହେଲା ବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦଇେ ନମସ୍କାର କର।

Cross references

ରୋମୀୟଙ୍କ ପ୍ରତି ପତ୍ର 16:16

ତୁମ୍ଭମାନେେ ସମସ୍ତେ ପବିତ୍ର ଚୁମ୍ବନ ଦଇେ ଏକା ରକେକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ବାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନଜଣାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:20

ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତବେେଳେ ତୁମ୍ଭମାନେେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦଇେ ଅଭିବାଦନ ଜଣାଅ।

Interlinear

Choose Theme