ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:28 · ଓଡ଼ିଆ ବାଇବେଲ
ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭ ସହିତ ରହିଥାଉ।
Cross references
ରୋମୀୟଙ୍କ ପ୍ରତି ପତ୍ର 1:7
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।
ରୋମୀୟଙ୍କ ପ୍ରତି ପତ୍ର 16:20
ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।
ରୋମୀୟଙ୍କ ପ୍ରତି ପତ୍ର 16:23
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।
ରୋମୀୟଙ୍କ ପ୍ରତି ପତ୍ର 16:24
ଏ ରୀଷ୍ଟ୍ର ନାମକ, ଏହି ନଗରର କୋଷଧ୍ଯକ୍ଷ ଓ କ୍ବାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:18
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।